Monthly Archives

August 2024

ମହିଳାଙ୍କୁ ଅସମ୍ମାନ ଓ ଦୁର୍ବ୍ୟବହାର କରିବା ବିଜେଡିର ଚରିତ୍ର : ଏଶ୍ୱର୍ଯ୍ୟା

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାରକୁ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଏଶ୍ୱର୍ଯ୍ୟା ବିଶ୍ୱାଳ l

ବିଷାକ୍ତ ମଦ ମୃତ୍ୟୁ ମାମଲା : ପରିବାର ବର୍ଗଙ୍କୁ ଭେଟିଲେ ବିଜେପି ଓ କମ୍ୟୁନିଷ୍ଟ ଦଳର ପ୍ରତିନିଧି

ଚିକିଟୀ/ବ୍ରହ୍ମପୁର,୨୪-୦୮-୨୪ (ପିପିଏସ) : ସ୍ଥାନୀୟ କେ.ନୂଆଗାଁ ଥାନା ଅନ୍ତର୍ଗତ ଜେନାପୁର ଗ୍ରାମର ବିଷାକ୍ତ ମଦ ମୃତ୍ୟୁ ହୋଇଥିବା ଘଟଣା ଏବେ ସାରା ଓଡିଶାରେ ଚର୍ଚ୍ଚା ଜୋର ଧରିଛି l ଏହାକୁ ନେଇ ବିଭିନ୍ନ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି l ପୀଡ଼ିତ ପରିବାରକୁ ଭେଟିବା ପାଇଁ

ଓଏସଆରଟିସି ସିଏଓ ଙ୍କୁ ବାନ୍ଧିଲା ଭିଜିଲାନ୍ସ : କେରଳରେ ଠାବ ହେଲା ଦୁଇ ମହଲା କୋଠା

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବନ୍ଧାହେଲେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଶୁକ୍ରବାର ଶ୍ରୀ ମଙ୍ଗରାଜଙ୍କ ବାସଭବନ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘର ସମେତ ଏକସଙ୍ଗେ ୭ଟି

ମହାନଦୀକୁ ଡେଇଁଲେ ହାଇସ୍କୁଲ ଛାତ୍ରୀ : ବ୍ରିଜ୍‌ ଉପରେ ରହିଛି ସାଇକେଲ ଓ ଚପଲ

ସମ୍ବଲପୁର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ମହାନଦୀକୁ ଡେଇଁପଡିଲେ ହାଇସ୍କୁଲ ଛାତ୍ରୀ। ସମ୍ବଲପୁର ଚାଉଁରପୁର ବ୍ରିଜ୍ ରୁ ମହାନଦୀକୁ ହାଇସ୍କୁଲ ଛାତ୍ରୀ ଜଣକ ଡେଇଁ ପଡିଥିବା ସୂଚନା ମିଳିଛି। ଛାତ୍ରୀ ଜଣଙ୍କ ନାଁ କାଜଲ ବୋଲି ଜଣାପଡିଛି। ଆଜି ସକାଳେ କାଜଲ ସାଇକେଲ ଧରି ଘରୁ ବାହାରି

ଝରଣା ପାଣି ଏବେ ଜହର : ମାଟି ଓ ପାଣିରେ ହେକ୍ସାଭାଲେଣ୍ଟ କ୍ରୋମିୟମ୍‌

*ବିଷ ବଳୟରେ "ଲାଇଫ ଲାଇନ"*ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର ୭୦ରୁ ଅଧିକ ଗାଁ ପ୍ରଭାବିତ*ରୋଗରେ ଆକ୍ରାନ୍ତ ହୋଇ ଅକାଳରେ ପ୍ରାଣ ହରାଉଛନ୍ତି ଲୋକମାନେ କାଳିଆପାଣି/ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଦିନେ ଝରଣା ପାଣିକୁ ସିଧାସଳଖ ପିଇ ହେଉଥିଲା । ଶୋଷିଲା ପଥିକ ଓ ସ୍ଥାନୀୟ ଲୋକେ

ଖଣି ମାଫିଆଙ୍କ ଆତଙ୍କରାଜ : ସରକାରୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ

*ବର୍ଷକ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଖଣି ଅଧିକାରୀଙ୍କୁ ଦ୍ୱିତୀୟ ଆକ୍ରମଣ ଘଟଣା*ଗତ ଜାନୁଆରୀ ୧୪ ତାରିଖରେ ଜଣେ ଖଣି ଅଧିକାରୀଙ୍କୁ ହୋଇଥିଲା ସଂଘବଦ୍ଧ ଆକ୍ରମଣ ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଖୋର୍ଦ୍ଧା ଜିଲ୍ଲାରେ ପୁଣି ଥରେ ଆରମ୍ଭ ହୋଇଛି ଖଣି ମାଫିଆଙ୍କ ଗୁଣ୍ଡାରାଜ । ଖଣି ଯାଞ୍ଚ

ନଦୀ ମଧ୍ୟକୁ ଖସିଲା ବସ୍‌ : ୧୪ ମୃତ, ୧୬ ଗୁରୁତର

କାଠମାଣ୍ଡୁ/ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ନେପାଳରେ ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ୪୦ ଭାରତୀୟ ଯାତ୍ରୀଙ୍କୁ ଧରି ଯାଉଥିବା ଏକ ବସ୍‌ ନଦୀକୁ ଖସି ପଡ଼ିଥିବା ଜଣାଯାଇଛି । ଏହି ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ପ୍ରାୟ ୪୦

ପ୍ରକାଶ ପାଇଲା ସପ୍ଲିମେଣ୍ଟାରୀ ମାଟ୍ରିକ ପରୀକ୍ଷା ଫଳ

କଟକ,୨୩-୦୮-୨୪ (ପିପିଏସ) : ୨୦୨୪ ସପ୍ଲିମେଣ୍ଟାରୀ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥର ମୋଟ ୭୯୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪୪୧ ଛାତ୍ରୀଛାତ୍ର ପାସ କରିଛନ୍ତି । ପାସ୍‌ ହାର ୫୫.୪% ରହିଛି । ସେହିପରି ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ

ଆଇପିଏସ୍‌ ଅଧିକାରୀ ଆଶିଷ ସିଂ ଏବଂ ଡିଏସ୍ କୁଟେଙ୍କ ପାଇଁ ଅଡୁଆ ବଢ଼ାଇ ପାରନ୍ତି ମୋହନ ସରକାର

*କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ଗୃହ ବିଭାଗ*୩୦ ଦିନ ଭିତରେ ଉଭୟଙ୍କୁ ଉତ୍ତର ଦେବା ପାଇଁ ନିର୍ଦ୍ଦେଶ*ଉତ୍ତର ନଦେଲେ, ଉଭୟଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଆଇପିଏସ୍‌ ଅଧିକାରୀ ଆଶିଷ ସିଂ ଏବଂ ଡିଏସ୍ କୁଟେଙ୍କ ପାଇଁ ଅଡୁଆ

କେଉଁମାନେ ପାଇବେ, କେଉଁମାନେ ପାଇବେ ନାହିଁ ସୁଭଦ୍ରା ସହାୟତା : କେଉଁଠାରେ କରିବେ ଆବେଦନ ?

ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ଆଣିଛନ୍ତି । ଏହି ଯୋଜନାରେ କେଉଁମାନେ ସହାୟତା ପାଇବେ, କେଉଁମାନେ ସହାୟତା ପାଇବେ ନାହିଁ ଓ ହିତାଧିକାରୀ କେମିତି କରିବେ ଆବେଦନ, ସେ ସଂପର୍କରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ