Monthly Archives

August 2024

ଇଞ୍ଜିନିୟରଙ୍କୁ ହତ୍ୟାକଲେ ଦୁର୍ବୁତ୍ତ

ସୁଲତାନପୁର/ଭୁବନେଶ୍ୱର ୧୭-୦୮-୨୪(ପିପିଏସ) : ଉତ୍ତର ପ୍ରଦେଶର ସୁଲତାନପୁରରେ ଜଳ ନିଗମର ଜଣେ ଇଞ୍ଜିନୟରଙ୍କୁ ଦିନ ଦ଼୍ବିପ୍ରହରରେ ହତ୍ୟା କରାଯାଇଛି । ଘରେ ପଶି ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । କୋଟୱାଲି ନାଗରର ଭିନୋଭାପୁରୀ ଅଞ୍ଚଳରେ ଏହି ଘଟଣା ଘଟିଛି। ଇଞ୍ଜିନିୟରଙ୍କ

ପୋଲାଭରମ ପ୍ରକଳ୍ପ ବିବାଦ:ଆନ୍ଦୋଳନରେ ସାମିଲି ହେଲା କଂଗ୍ରେସ

କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଲେ କଂଗ୍ରେସ ସାଂସଦ, ବିଧାୟକ ମାଲକାନଗିରି/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ବାଦବିବାଦ ଭିତରେ ଛନ୍ଦି ହୋଇ ରହିଥିବା ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ ହୋଇ ରହିଛି। ପୋଲାଭରମ ପ୍ରକଳ୍ପକୁ ବିରୋଧ କରି ବିଜେଡି ପ୍ରଥମରୁ ହିଁ

ଦୋଛକିରେ ମେହେବୁବା ମୁଫତି

ଶ୍ରୀନଗର/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ଜମ୍ମୁ ଓ କଶ୍ମୀରରୁ ଧାରା ୩୭୦ ହଟିବା ପରେ ଅନେକ ସ୍ଥାନୀୟ ନେତାଙ୍କୁ ଗୃହବନ୍ଦୀ କରାଯାଇଥିଲା। ଏଥିରେ ଫାରୁକ୍ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଓ ମେହବୁବା ମୁଫତି ମଧ୍ୟ ସାମିଲ ଥିଲେ। ମୁକୁଳିବା ପରେ ଉଭୟ ଓମାର ଓ ମେହବୁବା ମୁଫତି ଜମ୍ମୁ-କଶ୍ମୀରକୁ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁରେ ରୁଜୁହେବ ମାମଲା

ଅନୁମତି ଦେଲେ ରାଜ୍ୟପାଳ ଆଇନ ଜାଲରେ ଛନ୍ଦିହେଲେ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ବାଙ୍ଗାଲୋର/ଭୁବନେଶ୍ୱର/ ୧୭-୦୮-୨୪(ପିପିଏସ): ଆଇନ ଜାଲରେ ଛନ୍ଦି ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁରେ ରୁଜୁହେବ ମାମଲା ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା। ଜମି ଦୁର୍ନୀତି ଅଭିଯୋଗରେ ତାଙ୍କ ନାମରେ

ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ

ଭୁବନେଶ୍ୱର/ ୧୭-୦୮-୨୪(ପିପିଏସ): ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପୁଣି ଥରେ ରାସନ କାର୍ଡ

ଅସ୍ତରଙ୍ଗ ରାକ୍ଷୀ ବଜାରରେ ଭିଡ଼

:-ଫ୍ୟାନସି, ଷ୍ଟୋନ ରାକ୍ଷୀର ଚାହିଦା ବେଶୀ:-ଅନଲାଇନି କାରଣରୁ ବ୍ୟବସାୟୀ ମାନ୍ଦାଅସ୍ତରଙ୍ଗ :୧୭-୦୮-୨୪ (ପିପିଏସ ):ଭାଇ ଭଉଣୀ ଙ୍କ ସ୍ନେହ ପ୍ରୀତିର ବନ୍ଧନର ରାକ୍ଷୀ। ରାକ୍ଷୀ ପାଇଁ ଏବେ ଅସ୍ତରଙ୍ଗ ବଜାର ଚଳଚଞ୍ଚଳ। ଅଗଷ୍ଟ ୧୯ତଥା ରାତି ପାହିଲେ ରକ୍ଷା ବନ୍ଧନ ଥିବା ବେଳେ ରଙ୍ଗ ବେରଙ୍ଗର

ଲୁସାନେ ଡାଇମଣ୍ଡ ଲିଗରେ ଭାଗନେବେ ନୀରଜ ଚୋପ୍ରା

ନୂଆଦିଲ୍ଲୀ/ଭୁବନେଶ୍ୱର ୧୭-୦୮-୨୪ (ପିପିଏସ ): ପ୍ୟାରିସ୍ ଅଲିମ୍ପିକ୍ସରେ ୮୯.୪୫ ମିଟର ଥ୍ରୋ ସହ ରୌପ୍ୟ ପଦକ ଜିତିଥିବା ଭାରତର ତାରକା ଜାଭେଲିନ୍ ଥ୍ରୋ ଆଥଲେଟ୍ ନୀରଜ ଚୋପ୍ରାଙ୍କୁ ଖୁବ୍ ଶୀଘ୍ର ପୁଣି ଥରେ ଆକ୍ସନରେ ଦେଖିବାକୁ ମିଳିବ। ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିବା ପରେ ଆଘାତ

ସାଢେ ସାତ ମାସର ଦାୟିତ୍ବ ଅତ୍ୟନ୍ତ ଆହ୍ବାନପୂର୍ଣ୍ଣ ଥିଲା:ଅରୁଣ ଷଡ଼ଙ୍ଗୀ

କଟକ /୧୭-୦୮-୨୪ (ପିପିଏସ ): ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ପଦର ଅତିରିକ୍ତ ଦାୟିତ୍ବରୁ ଅବ୍ୟାହତି ନେବା ଅବସରରେ ଅରୁଣ କୁମାର ଷଡ଼ଙ୍ଗୀ ଓଡ଼ିଶା ପୁଲିସର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ତଥା କୃତଜ୍ଞତା ଜଣାଇଛନ୍ତି। ସେମାନଙ୍କର ସହଯୋଗ ଯୋଗୁଁ ସେ ସାଢେ ସାତ ମାସର ଆହ୍ବାନକୁ ସଫଳତାର ସହ

ଥାନା ସାମ୍ନାରେ ଅଭାବନୀୟ କାଣ୍ଡ

ପେଟ୍ରୋଲ୍‌ ଢାଳି ଦେହରେ ନିଆଁ ଲଗାଇଲେ ମହିଳା କଟକ/ମାହାଙ୍ଗା ୧୭-୦୮-୨୪ (ପିପିଏସ ): କଟକ ଜିଲ୍ଲା ମାହାଙ୍ଗା ଥାନା ସମ୍ମୁଖରେ ଆଜି ଜଣେ ମହିଳା ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ପ୍ରଥମେ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ

କମାଲ କଲା ‘ସ୍ତ୍ରୀ-୨’

କମାଲ କଲା ‘ସ୍ତ୍ରୀ-୨’ ୨ଦିନ‌ରେ ୧୦୦କୋଟିରୁ ଅଧିକ ଟଙ୍କା ଆୟ କଲା ଫିଲ୍ମ ମୁମ୍ବାଇ /ଭୁବନେଶ୍ୱର ୧୭-୦୮-୨୪ (ପିପିଏସ ):  ଅଗଷ୍ଟ ୧୫ରେ ପ୍ରେକ୍ଷାଳୟରେ ତିନୋଟି ବଡ ଚଳଚ୍ଚିତ୍ର ‘ସ୍ତ୍ରୀ-୨’, ‘ଖେଲ ଖେଲ ମେଁ’ ଏବଂ ‘ବେଦା’ ରିଲିଜ୍ ହୋଇଥିଲା। ସମସ୍ତ ତିନୋଟି ଚଳଚ୍ଚିତ୍ରରେ ବଲିଉଡର ବଡ଼