Monthly Archives

August 2024

ଆଶାରାମଙ୍କୁ ମିଳିଲା ୭ ଦିନର ପାରୋଲ : ପୁଲିସ ହେପାଜତରେ ଚିକିତ୍ସା ପାଇଁ ଯିବେ ମହାରାଷ୍ଟ୍ର

ଯୋଧପୁର/ଭୁବନେଶ୍ୱର,୧୩/୮/୨୪(ପିପିଏସ) : ଯୌନ ନିର୍ଯାତନା ଅଭିଯୋଗରେ ଯୋଧପୁର ସେଣ୍ଟ୍ରାଲ ଜେଲରେ ଦଣ୍ଡ ଭୋଗୁଥିବା ବିବାଦୀୟ ଧର୍ମଗୁରୁ ଆଶାରାମଙ୍କୁ କୋର୍ଟ ୭ ଦିନିଆ ପାରୋଲ ପ୍ରଦାନ କରିଛନ୍ତି। ରାଜସ୍ଥାନ ହାଇକୋର୍ଟ ଆଶାରାମଙ୍କୁ ଚିକିତ୍ସା ପାଇଁ ପାରୋଲ ପ୍ରଦାନ କରିଛନ୍ତି। ଆଶାରାମଙ୍କ

ଅବକାରୀ ସ୍କାନରରେ ବେଆଇନ୍ ମଦ ଦୋକାନ

ଭୁବନେଶ୍ୱର,୧୩/୮/୨୪(ପିପିଏସ) : ରାଜଧାନୀରେ ଚାଲିଥିବା ବେଆଇନ୍ ମଦ ଦୋକାନ ଉପରେ ରହିବ କଡ଼ା ନଜର । ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହୁଥିବା ଠିପି ଖୋଲା ମଦ ଦୋକାନ ଏବେ ସ୍କାନରେ ଅଛନ୍ତି। ମଦ ଦୋକାନଗୁଡିକ ଉପରେ ନଜର ରଖିବାକୁ ଜିଲ୍ଲା ଅବକାରୀ ଅଧୀକ୍ଷକ ନିର୍ଦ୍ଦେଶ ଜାରି କରିଛନ୍ତି।

କଟକରେ ଘରେ ଘରେ ତ୍ରିରଙ୍ଗା ରାଲିକୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

କଟକ: ୧୩-୦୮-୨୪(ପିପିଏସ ): ଜାତୀୟତାର ପ୍ରତୀକ ତ୍ରିରଙ୍ଗାକୁ ସମ୍ମାନ ଜଣାଇ ଦେଶବ୍ୟାପୀ ଚାଲିଥିବା ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମର ଅଂଶସ୍ୱରୂପ ଆଜି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ତ୍ରିରଙ୍ଗା ରାଲିକୁ ଜିଲ୍ଲାପାଳ

ମହିଳା ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗ : ସମ୍ପର୍କୀୟଙ୍କ ମାଡ଼ରେ ଗୁରୁତର ଡାକ୍ତର ଆଇସିୟୁରେ ଭର୍ତ୍ତି

କଟକ,୧୩/୮/୨୪(ପିପିଏସ) : କଟକସ୍ଥିତ ଏସସିବି ମେଡିକାଲରୁ ମଙ୍ଗଳବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୨ ଜଣ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । କାର୍ଡିଓଲୋଜୀ ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ନାଁରେ ହତ୍ୟା ମାମଲା 

ଢାକା/ଭୁବନେଶ୍ୱର:୧୩-୦୮-୨୪(ପିପିଏସ ): ଦେଶରୁ ବିତାଡ଼ିତ ହୋଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି। ଗତ ମାସରେ ହୋଇଥିବା ହିଂସାକାଣ୍ଡରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଶେଖ୍‌ ହସିନା ଏବଂ ଅନ୍ୟ ୬ ଜଣଙ୍କ ବିରୋଧରେ ଏକ ହତ୍ୟା

ଲୋକଙ୍କ ମତାମତ ପରେ ସାର୍ବଜନୀନ ହେବ ‘ସୁଭଦ୍ରା’ ଏସଓପି – ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩/୮/୨୪(ପିପିଏସ) : ସୁଭଦ୍ରା ଯୋଜନା ଏସଓପି ନେଇ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସଓପି ସାର୍ବଜନୀନ ହେବ । ଯୋଜନାରେ କିଏ ଉପକୃତ ହେବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ। ତେବେ ଆସନ୍ତା ସେପ୍ଟେମ୍ବର ୧୭ରେ

ଆରଜି ମେଡିକାଲ କଲେଜର ଦୁଷ୍କର୍ମ ଓ ହତ୍ୟା ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ କୋଲକାତା ହାଇକୋର୍ଟ

କୋଲକାତା/ଭୁବନେଶ୍ୱର: ୧୩-୦୮-୨୪(ପିପିଏସ ): କୋଲକାତାର ଆରଜି ମେଡିକାଲ କଲେଜର ଜଣେ ପ୍ରଶିକ୍ଷଣର୍ଥୀ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ। ତୁରନ୍ତ ସମସ୍ତ କାଗଜପତ୍ର ସିବିଆଇକୁ ହସ୍ତାନ୍ତର କରିବାକୁ ହାଇକୋର୍ଟ ରାଜ୍ୟ ପୁଲିସକୁ

ହତ୍ୟାକାଣ୍ଡ ପଛରେ କିଏ ? : ଖୋଲିବ ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର

ଭୁବନେଶ୍ୱର,୧୩/୮/୨୪(ପିପିଏସ) : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ପୁଣି ଖୋଲିବାକୁ ଯାଉଛନ୍ତି ଭାଜପା ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ଜାତୀୟ ଗଣମାଧ୍ୟମକୁସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଏହି ମାମଲା ରିଓପନ୍‌ କରାଯିବ।

ବୁଡ଼ିଲା ରାଜସ୍ଥାନ

*ଟ୍ରେନ ଓ ବିମାନସେବା ପ୍ରଭାବିତ*ଆଇଏମଡି ପକ୍ଷରୁ ଦିଲ୍ଲୀ ପାଇଁ ୟେଲୋ ଆଲର୍ଟ ଜୟପୁର/ଭୁବନେଶ୍ୱର:୧୩-୦୮-୨୪(ପିପିଏସ ): ରାଜସ୍ଥାନରେ ଶନିବାରଠାରୁ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାଜନିତ ଘଟଣାରେ ୨୦ ଜଣଙ୍କର ପ୍ରାଣହାନି ଘଟିଛି। ବର୍ଷା ଯୋଗୁଁ ଜୟପୁର,

ଆଗେଇ ଚାଲିଛି “ଭଗିଆ ଭାରିଜା”

*ପସନ୍ଦ କରୁଛନ୍ତି ଦର୍ଶକ*ଓଡ଼ିଆ ଚଳଚିତ୍ର ଜଗତକୁ ଆଉପାଦେ ଆଗକୁ ନେବାପାଇଁ ହେବ ସହାୟକ | ଭୁବନେଶ୍ବର:୧୩-୦୮-୨୪(ପିପିଏସ ) ଓଡ଼ିଶାର ୩୦ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି ବହୁ ପ୍ରତୀକ୍ଷିତ ଓଡ଼ିଆ ସିନେମା ‘ଭଗିଆ ଭାରିଯା’।ଭୁବନେଶ୍ୱରରେ ସମୁଦାୟ ୬ଟି ସୋ’ରେ ପ୍ରଦର୍ଶନ ଜାରି