Monthly Archives

August 2024

୧୦ କୋଟି କରଜ ପାଇଁ ଜୀବନ ହାରିଲେ ଦମ୍ପତି

ଆତ୍ମହତ୍ୟା ପୂର୍ବରୁ ସେଲ୍ଫି ଉଠାଇଲେ, ଚିଠି ଲେଖିଲେ... ନୂଆଦିଲ୍ଲୀ/ଭୁବନେଶ୍ୱର : ୧୩-୦୮-୨୪ (ପିପିଏସ ): କରଜ କାରଣରୁ ଚିନ୍ତିତ ରହି ଉତ୍ତର ପ୍ରଦେଶର ସହାରନପୁରରେ ଜଣେ ଯୁବ ବ୍ୟବସାୟୀ ନିଜ ପତ୍ନୀଙ୍କ ସହ ସୋମବାର ଗଙ୍ଗା ନଦୀକୁ ଡେଇଁ ଆତ୍ମହତ୍ୟା କରି ଥିବା ଖବର ମିଳିଛି । ୩୫

ଏବେବି ମାନବିକତା ବଞ୍ଚିଛି !

ଫୁଲବାଣୀ :୧୨-୦୮-୨୪ (ପିପିଏସ ): ଦୁର୍ଘଟଣା ରେ ଆହତ ବ୍ୟକ୍ତିଙ୍କୁ ଚିକିତ୍ସା କରାଇ ଜୀବନ ବଞ୍ଚାଇବା ସହ ମାନବିକତାର ପରିଚୟ ଦେଇଛନ୍ତି ବିଏଏସଏଫ ଯବାନ। ଏଭଳି ଦୃଶ୍ୟ ଦେଖୁବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବାଳନ୍ଦାପାଡା ଅଞ୍ଚଳରେ। ସୂଚନା ଅନୁସାରେ ବାଳନ୍ଦାପଡା ପଞ୍ଚାୟତ

ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଶକ୍ତ ଧକ୍କା : ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ପ୍ରମୋଦ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୩/୮/୨୪(ପିପିଏସ) : ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ନିଲମ୍ବିତ । ୧୮ ମାସ ପାଇଁ ନିଲମ୍ବିତ କରିଛି ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ । ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ପ୍ରମୋଦଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ଫଳରେ ୨୦୨୪ ପ୍ୟାରିସ

ବନ୍ଧାହେଲେ ତାରା ପ୍ରସାଦ : କଳାଧନ ଦେଖାଇଲା ଜେଲ୍ କୁ ରାସ୍ତା

*ସୌଖୀନ ଦାମୀ କାର୍‌ ଚଢ଼ୁଥିଲେ*ରଖିଥିଲେ ବିପୁଳ ସୁନା ଅଳଙ୍କାର*ଦାମୀ ଆପାର୍ଟମେଣ୍ଟରେ ଫ୍ଲାଟ୍‌ ସାଙ୍ଗକୁ ଏକାଧିକ ପ୍ଲଟ୍‌*୩୭୦ ଗ୍ରାମ ହୀରା ସହିତ ୭ ଦେଶର ବିଦେଶୀ ମୁଦ୍ରାଭୁବନେଶ୍ୱର,୧୩/୮/୨୪(ପିପିଏସ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ପୂର୍ତ୍ତ ବିଭାଗର

ପରଲୋକରେ ଗୋପାଳ ସାହୁ : ୨୩ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରିଥିଲେ

ବରଗଡ଼,୧୩/୮/୨୪(ପିପିଏସ) : ବିଶ୍ୱ ପ୍ରସିଦ୍ଧ ସର୍ବ ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ

ଦୋବଲ ବଜାରକୁ ଜବରଦଖଲ ମୁକ୍ତ କରିବାକୁ ପ୍ରଶାସନର ନିଷ୍ପତି : ୧୪ ବଦଳରେ ୧୬ ତାରିଖରେ ହେବ ଉଚ୍ଛେଦ

ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ ଜିଲ୍ଲା ଧାମନଗର ତହସିଲ ପକ୍ଷରୁ ନିକଟରେ ଧାମନଗର ହାଟଛକକୁ ଜବରଦଖଲ ମୁକ୍ତ କରିଥିବାବେଳେ ଏବେ ଦୋବଲ ବଜାରକୁ ଜବରଦଖଲ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଚଳିତମାସ ୧୪ ତାରିଖରେ ମୁସ୍ତାଫାପୁର

ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ନୂତନ ଜିଲାପାଳ

ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ ନୂତନ ଜିଲାପାଳ ଭାବେ ଯୋଗ ଦେଇଥିବା ଦିଲ୍ଲୀପ ରାଉତରାୟ କାର୍ଯ୍ୟଭାର ଗ୍ରହଣ କରିବା ପୂର୍ବରୁ ଆଜି ଆରଡିପୀଠକୁ ଆସି ବାବା ଆଖଣ୍ଡଳମଣିଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିôଥଲେ । ପରେ ଜିଲାପାଳ ଶ୍ରୀ ରାଉତରାୟ ମନ୍ଦିର ବେଢା ପରିକ୍ରମା କରିବା ସହ

କ୍ୟାମେରା ଦେଲା ସୂଚନା : ୩ ଶିକାରୀ ଗିରଫ

ମୟୁରଭଞ୍ଜ,୧୩/୮/୨୪(ପିପିଏସ) : ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ବେଆଇନ ଭାବରେ ଶିକାର କରିବା ଅଭିଯୋଗରେ ୩ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ l ଶିମିଳିପାଳର ଅଭୟାରଣ୍ୟର ପିଠାବଟା ରେଞ୍ଜରେ ଲାଗିଥିବା କ୍ୟାମେରାରେ କଏଦ ହୋଇଛି ଶିକାରୀଙ୍କ ଫଟୋ l ଏହି ଫଟୋ କୁ ଆଧାର କରି,

ବାହା ହେବେ ଦୁଇ ଅଲମ୍ପିକ ବିଜେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଶେଷ ହୋଇଛି ୨୦୨୪ ପ୍ୟାରିସ୍‌ ଅଲିମ୍ପିକ୍ସ। ଏହି ଅଲିମ୍ପିକ୍ସରେ ଭାରତ ମୋଟ୍‌ ୬ଟି ପଦକ ଜିତିଥିଲା। ଏହି ଅଲିମ୍ପିକ୍ସର ଭାରତର ପ୍ରଥମ ପଦକ ମହିଳା ଶୁଟର ମନୁ ଭାକର ଜିତିଥିଲେ। ଭାରତ ମୋଟ୍‌ ପାଞ୍ଚଟି ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଗୋଟିଏ

ପୂଜା ଖେଡକରଙ୍କୁ ଆଶ୍ଵସ୍ତି; ଗିରଫଦାରୀ ଉପରେ ଲାଗିଲା ରୋକ୍

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଜାଲିଆତି ଓ ବେଆଇନ ଭାବେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ତଥା ଦିବ୍ୟାଙ୍ଗ କୋଟାର ଲାଭ ଉଠାଇଥିବା ଅଭିଯୁକ୍ତ ପୂର୍ବତନ ଟ୍ରେନି ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ଵସ୍ତି ମିଳିଛି । ଅଗଷ୍ଟ ୨୧ ପର୍ଯ୍ୟନ୍ତ ତାଙ୍କ ଗିରଫଦାରୀ ଉପରେ ରୋକ୍