Monthly Archives

August 2024

ମଙ୍ଗଳବାର ପ୍ରବଳ ବର୍ଷିବ : ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି

ସମସ୍ତଙ୍କୁ ମିଳିବ “ଜମି” ଓ “ଘର”

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ବଡ଼ ସୂଚନା l ସମସ୍ତ ଭୂମିହୀନ ଓ ବାସହୀନ ମାନଙ୍କୁ ମିଳିବ ଜମି ଓ ବାସଗୃହ l ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ।

ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାଣନ୍ତୁ କେଉଁଥିରେ ରହିବ “ଫୋକସ”

ଭୁବନେଶ୍ୱର,୧୨/୮୧୨/୮/୨୪ (ପିପିଏସ) : ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିଲ୍ଲୀ ଗସ୍ତ କରିବେ । ଏନ୍‌ଏ୍‌ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା

ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ କେଜ୍ରିୱାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ): ସୁପ୍ରିମକୋର୍ଟରେ ସିବିଆଇ ଗିରଫକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଚ୍ୟାଲେଞ୍ଜ କରିଛନ୍ତି। କେଜ୍‌ରିଓ୍ବାଲଙ୍କ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଭି ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ପ୍ରଧାନ ବିଚାରପତି ତାଙ୍କୁ

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ । କର୍କଟ ରୋଗରେ ପୀଡିତ ହୋଇ ସେ ଭୁବନେଶ୍ଵର ଏମ୍ସରେ ଚିକିତ୍ସିତ ହେଉଥିଲେ। ରବିବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପୂର୍ବତନ ଜେଲ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ

ଆଉଜଣେ କୁବେର ଯନ୍ତ୍ରୀ : ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଭୁବନେଶ୍ୱର,୧୨/୮/୨୪(ପିପିଏସ) : ଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ । R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ ବେଳେ ମିଳିଛି ବିପୁଳ ସମ୍ପତ୍ତି। ତାଙ୍କ ଭୁବନେଶ୍ବର ଘରୁ ମିଳିଛି ପୁଳା ପୁଳା ସୁନା, ହୀରା ଓ ରୂପା ଗହଣା। ବିଭିନ୍ନ

ଭାରତ ଆଗରେ ନଇଁଲା ଋଷିଆ, ଭାରତୀୟ ସୈନ୍ୟଙ୍କୁ ଫେରାଇବା ନେଇ ଦେଲା ବଡ଼ ବୟାନ : ମିଳିବ କ୍ଷତିପୂରଣ

ମସ୍କୋ/ନୂଆଦିଲ୍ଲୀ,୧୨/୮/୨୪(ପିପିଏସ) : ଭାରତର ଲଗାତାର ଚାପ ପରେ ଋଷିଆ ଶେଷରେ ତା’ ସେନାରେ କାର୍ଯ୍ୟ କରୁଥିବା ଭାରତୀୟମାନଙ୍କୁ ଶୀଘ୍ର ସ୍ଥାନାନ୍ତର କରିବାକୁ ଆଶ୍ୱସନା ଦେଇଛି । ଏହି ପରିପ୍ରେକ୍ଷୀରେ, ଦିଲ୍ଲୀସ୍ଥିତ ଋଷିଆ ଦୂତାବାସ କହିଛି ଯେ, ଭାରତୀୟଙ୍କୁ ଋଷିଆ ସୈନ୍ୟ ବାହିନୀରୂ ବାହାର

ନଭି ମୁମ୍ବାଇରୁ ଗିରଫ ହେଲେ ୫ ବାଂଲାଦେଶୀ ଅନୁପ୍ରବେଶକାରୀ

ନଭି ମୁମ୍ବାଇ/ଭୁବନେଶ୍ୱର,୧୨/୮/୨୪(ପିପିଏସ) : ବାଂଲାଦେଶର ଗମ୍ଭୀର ପରିସ୍ଥିତିକୁ ନେଇ, ନଭି ମୁମ୍ବାଇରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନଭି ମୁମ୍ବାଇ ପୁଲିସ ୫ ଜଣ ବାଂଲାଦେଶୀଙ୍କୁ ଗିରଫ କରିଛି। ନଭି ମୁମ୍ବାଇର କୋପରଖାଇରାନେ ଅଞ୍ଚଳର ଏକ କୋଠାରୁ ସେମାନଙ୍କୁ ଗିରଫ କରାଯାଇଛି।

ପାକିସ୍ତାନରେ ଭୟଙ୍କର ଆର୍ଥିକ ସଙ୍କଟ : ୭୪% ନାଗରିକ ଖର୍ଚ୍ଚ ପୂରଣ କରିବାରେ ଅସମର୍ଥ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪(ପିପିଏସ) : ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ଲୋକମାନେମାସକର ଖର୍ଚ୍ଚ ମଧ୍ୟ ପୂରଣ କରିବାରେ ଅସମର୍ଥ ହେଉଛନ୍ତି। ପାକିସ୍ତାନର ସହରୀ ଅଞ୍ଚଳରେ ମୁଦ୍ରାସ୍ଫିତି ଗତବର୍ଷ ତୁଳନାରେ ୧୪ ପ୍ରତିସହତ ବୃଦ୍ଧି ପାଇଛି । ଫଳସ୍ୱରୂପ, ଦେଶର ୭୪%

ପୁଣି ଜୋରଦାର୍ ହେଲା ବିହାରକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି : ଅଗଷ୍ଟ ୧୨ରୁରାଜ୍ୟବ୍ୟାପୀ ଆନ୍ଦୋଳନ

ପାଟନା/ଭୁବନେଶ୍ୱର,୧୧/୮/୨୪(ପିପିଏସ) : ବିହାରକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି ପୁଣି ଜୋରଦାର୍ ହୋଇଛି । ବିହାର ପ୍ରଦେଶ କଂଗ୍ରେସ କମିଟି (ବିପିସିସି) ଅଗଷ୍ଟ ୧୨ ତାରିଖରୁ କେନ୍ଦ୍ରସରକାରଙ୍କ ଦ୍ବାରା ରାଜ୍ୟକୁ ସ୍ୱତନ୍ତ୍ର ମାନ୍ୟତା ଦେବାକୁ ମନା କରିବା ବିରୋଧରେ ରାଜ୍ୟବ୍ୟାପୀ