Monthly Archives

August 2024

ଡବଲ ଇଞ୍ଜିନରେ ଡବଲ ଫାଇଦା

ଓଡ଼ିଶାରେ ରେଳ ପ୍ରକଳ୍ପ ପାଇଁ ୧୫ ହଜାର କୋଟି ଦେଲା କେନ୍ଦ୍ର୬ ପ୍ରକଳ୍ପକୁ ମଞ୍ଜୁରୀନିର୍ମାଣ ହେବ ୬୪ ନୂଆ ଷ୍ଟେସନପ୍ରଧାନମନ୍ତ୍ରୀ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ /ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) :ଓଡ଼ିଶାର ରେଳ ଇତିହାସରେ ପ୍ରଥମ ଥର ପାଇଁ ୧୫ ହଜାର ୪

ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ -ଧର୍ମେନ୍ଦ୍ର

ନୂଆଦିଲ୍ଲୀ-ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) - ଭାରତବର୍ଷର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତିମୋର- ଲେସ୍ତେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ୍ କଲାର ଅଫ୍ ଦି ଅର୍ଡର’ରେ ସମ୍ମାନିତ ହୋଇଥିବାରୁ ତାଙ୍କୁ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ପ୍ରେମିକର ଘରେ ନିଆଁ ଲଗାଇଲା ପ୍ରେମିକା

ବାସୁଦେବପୁର :୧୦-୦୮-୨୪(ପି.ଟି.ଭି) ବାସୁଦେବପୁର ଥାନା ଅଧିନ ପଦ୍ମପୁର ପଞ୍ଚାୟତ ରୁକଣାଦେଇପୁର ଗ୍ରାମର ସୁଦର୍ଶନ ମହାପାତ୍ରଙ୍କ ପୁଅ ପ୍ରଭାତ ଭଦ୍ରକ ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଇ ଆସୁଥିଲା। ବିବାହର ପ୍ରତିଶ୍ରୁତିକୁ ନେଇ ପ୍ରେମିକର ଆର୍ଥିକ ଦୁରାବସ୍ଥା ସମୟରେ ପ୍ରେମିକା ଜଣକ ଆର୍ଥିକ

ଆଇଏସ୍‌ ଟାର୍ଗେଟରେ ସ୍ବିଫ୍ଟଙ୍କ ଫ୍ୟାନ୍ସ

ଭିଏନା : ଅଷ୍ଟ୍ରିଆ ରାଜଧାନୀ ଭିଏନାରେ ଆମେରିକୀୟ ସିଙ୍ଗର ଟେଲର ସ୍ବିଫ୍ଟ ଗୁରୁବାରଠାରୁ ଶନିବାର ମଧ୍ୟରେ ୩ଟି କନ୍‌ସର୍ଟ କରିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମରେ ଆମତ୍ଘାତୀ ଆକ୍ରମଣ କରାଯିବା ନେଇ ଯୋଜନା ଚାଲିଥିବା

ମରୁଭୂମିରେ ବର୍ଷାର ତାଣ୍ଡବ

ଜୟପୁର : ରାଜସ୍ଥାନରେ ଲାଗି ରହିଥିବା ପ୍ରବଳ ବର୍ଷା ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ମରୁଭୂମି ଅଞ୍ଚଳରେ ପ୍ରବାହିତ ଲୁଣି ନଦୀରେ ତିନିଜଣ ସାଙ୍ଗଙ୍କର ମୃତ୍ୟୁ ଘଟିଛି l ଭରତପୁରରେ ପ୍ରବଳ ବର୍ଷା ହେତୁ ଏକ ଘର ଭୁଶୁଡି ପଡିଛି। ଏହି କାରଣରୁ, ଆବର୍ଜନା ତଳେ ପୋତି ହୋଇଥିବାରୁ ମା ଓ

ଆଇଏସ୍‌ଏସ୍‌ରେ ଆଉ ୬ ମାସ ରହିବେ ସୁନୀତା

ଆଇଏସ୍‌ଏସ୍‌ରେ ଆଉ ୬ ମାସ ରହିବେ ସୁନୀତା ଓ୍ବାଶିଂଟନ : ବୋଇଂର ଷ୍ଟାର୍‌ଲାଇନ ମହାକାଶ ଯାନରେ ଗୋଟିଏ ସପ୍ତାହ ପାଇଁ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ଯାଇଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋର ଫେବୃଆରୀ ପୂର୍ବରୁ

ବିଏମଡବ୍ଲୁ ହିଟ୍-ରନ୍ ମାମଲା : ଆସିଲା ଫରେନସିକ୍ ରିପୋର୍ଟ; ମଦ୍ୟପାନ କରିନଥିଲେ ଅଭିଯୁକ୍ତ

ମୁମ୍ବାଇ: ବିଳାସପୂର୍ଣ୍ଣ ବିଏମଡବ୍ଲୁ ସେଡାନ ଚଳାଇବା ବେଳେ ମୁମ୍ବାଇର ୱର୍ଲିରେ ହୋଇଥିବା ହିଟ୍-ରନ୍ ମାମଲାରେ ୨୩ ବର୍ଷୀୟ ଅଭିଯୁକ୍ତଙ୍କ ଫରେନସିକ୍ ରିପୋର୍ଟ ହସ୍ତଗତ ହୋଇଛି। ରିପୋର୍ଟରେ ଦର୍ଶାଯାଇଛି ଯେ ଭୟଙ୍କର ଦୁର୍ଘଟଣା ସମୟରେ ସେ ଆଦୌ ମଦ୍ୟପାନ କରିନଥିଲେ। ଯଦିଓ ପୂର୍ବରୁ ପୁଲିସ୍‌

୫୬ ବର୍ଷ ବୟସରେ ଆଖି ବୁଜିଲେ କର୍କଟ ପୀଡ଼ିତା ପୂର୍ବତନ ୟୁଟ୍ୟୁବ ସିଇଓ

ନୂଆଦିଲ୍ଲୀ: ଫୁସଫୁସ କର୍କଟ ସହିତ ଦୁଇ ବର୍ଷର ଯୁଦ୍ଧ ପରେ ଆଖି ବୁଜିଛନ୍ତି ୟୁଟ୍ୟୁବର ପୂର୍ବତନ ସିଇଓ ସୁଜାନ ୱାଜସିସ୍କି। ତାଙ୍କ ମୃତ୍ୟୁ ପରେ ଗୁଗୁଲର ସିଇଓ ସୁନ୍ଦର ପିଚାଇ ତାଙ୍କୁ ଜଣେ ଅବିଶ୍ୱସନୀୟ ବ୍ୟକ୍ତିତ୍ବ ବୋଲି ବର୍ଣ୍ଣନା କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୬ ବର୍ଷ ବୟସ

ସୁପ୍ରିମ୍‌କୋର୍ଟରେ ହିଜାବ ଶୁଣାଣି : ଶ୍ରେଣୀଗୃହରେ ବୁର୍ଖା, କ୍ୟାମ୍ପସରେ ଧାର୍ମିକ କାର୍ଯ୍ୟକଳାପ ମନା

ନୂଆଦିଲ୍ଲୀ: ମୁମ୍ବାଇର ଏକ ଘରୋଇ କଲେଜ କର୍ତ୍ତୃପକ୍ଷଙ୍କ ହିଜାବ ନିଷେଧାଦେଶ ଉପରେ ସୁପ୍ରିମ୍‌କୋର୍ଟ ନଭେମ୍ବର ୧୮ ପର୍ଯ୍ୟନ୍ତ ଆଂଶିକ ରୋକ୍ ଲଗାଇଛନ୍ତି। କ୍ୟାମ୍ପସରେ ହିଜାବ ପିନ୍ଧିବା, ଟୋପି କିମ୍ବା ବ୍ୟାଜ୍ ପିନ୍ଧିବା ନେଇ କଟକଣା ଉପରେ ରୋକ୍ ଲଗାଇବା ସହ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି,

ଆରଏସଏସ ଓ ଉପମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆରଏସଏସ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ଫଡନାଭିସଙ୍କ ବ୍ୟତୀତ ସ୍ଥାନୀୟ ବିଜେପି ନେତାମାନେ ମଧ୍ୟ ଏହି ସଭାରେ ଉପସ୍ଥିତ ଥିଲେ। ଶୁକ୍ରବାର ସନ୍ଧ୍ୟାରେ