ଗ୍ରାହକଙ୍କୁ ଠକୁଛନ୍ତି ୩୭୦ ପେଟ୍ରୋଲ ପମ୍ପ ଏବଂ ୨୮୪୬ଟି ଦୋକାନୀ : ଯୋଗାଣ ମନ୍ତ୍ରୀ ମନ୍ତ୍ରୀ
ଭୁବନେଶ୍ୱର ୨୮-୦୮-୨୪(ପିପିଏସ) : ରାଜ୍ୟରେ ମାପ ଓ ଓଜନରେ ଗ୍ରାହକଙ୍କୁ ଠକୁଛନ୍ତି କେତେକ ବ୍ୟବସାୟୀ । ବର୍ଷକରେ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି । ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ ଠକୁଥିବା ଜଣାପଡିଛି । ସେହିପରି ୧୦୧ ଜଣ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ!-->…