Monthly Archives

September 2024

ସଂକଳ୍ପପତ୍ର ଆମପାଇଁ ଧର୍ମଗ୍ରନ୍ଥ:ମୁଖ୍ୟମନ୍ତ୍ରୀ

ପୁରୀ/ଭୁବନେଶ୍ୱର,୧୯-୦୯-୨୦୨୪(ପିପିଏସ): ରାଜ୍ୟରେ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପୂରଣ କରିଛନ୍ତି। କଥାକୁ କାର୍ଯ୍ୟ‌ରେ କରି ଦେଖାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ୧୦୦ ଦିନ ପୂରଣ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ

ବଢ଼ିଲା ଖୁରାନିଆଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ୧୯୯୦ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଛନ୍ତି। ମୋହନ ସରକାରଙ୍କ ଦ୍ବାରା କାର୍ଯ୍ୟକାଳ ଅବଧି ବଢ଼ାଯିବା ପରେ ୱାଇବି ଖୁରାନିଆ ୨୦୨୬ ଅଗଷ୍ଟ ୧୬ ତାରିଖ ଯାଏଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ

ସୁଭଦ୍ରା ଯୋଜନା ନାଁରେ ଯନ୍ତ୍ରଣା

ଝରିଗାଁ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ସରକାର ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ଏହି ଯୋଜନାରେ ସାମିଲ ହିତାଧିକାରୀମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ପାଇଁ ସ୍ଥିର କରିଛନ୍ତି।

ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି

ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି । ସବୁ ଜିଲ୍ଲା ପାଇଁ ଏହି ଗାଇଡଲାଇନ ଜାରି ହୋଇଛି । ବିମାନ ବନ୍ଦର,ପୋର୍ଟ କର୍ତ୍ତୃପକ୍ଷଙ୍କ ପାଇଁ ମଧ୍ୟ ଗାଇଡଲାଇନ ଜାରି କରାଯାଇଛି। ଭୁବନେଶ୍ବର,୧୯-୦୯-୨୦୨୪(ପିପିଏସ) : ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି । ସବୁ

ଗଣେଷ ବିସର୍ଜନ ବେଳେ ଗୋଷ୍ଠୀ ସଂଘର୍ଷ : ଭୁଜାଲି ଚୋଟରେ ୨ ଆହତ

ବାରିପଦା/ଭୁବନେଶ୍ୱର,,୧୯-୦୯-୨୦୨୪(ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରର ଶୁନ ଗଡିଆ ଅଞ୍ଚଳରେ ଗଣେଷ ମୂର୍ତ୍ତି ବିସର୍ଜନ ବେଳେ ଗୋଷ୍ଠୀ ସଂଘର୍ଷ । ସାମାନ୍ୟ ବଚସାରୁ ଯୁକ୍ତିତର୍କ, ପରେ ବୁଲିଲା ଖଣ୍ଡା ଓ ଭୁଜାଲି l ଭୁଜାଲି ମାଡ଼ରେ ୨ ଜଣ ଆହତ ହୋଇଛନ୍ତି । ଆହତ ଯୁବକ ଦ୍ୱୟଙ୍କୁ

କାଠଯୋଡ଼ି ନଦୀ ପଠାରୁ କୁମ୍ଭୀର ଛୁଆ ଉଦ୍ଧାର

କଟକ,୧୭-୦୯-୨୦୨୪(ପିପିଏସ) : କଟକ ସିଡିଏ ୧୧ ନମ୍ବର୍ ନିକଟ କାଠଯୋଡ଼ି ନଦୀପଠାରୁ କୁମ୍ଭୀର ଛୁଆ ଉଦ୍ଧାର। ଚାରି ମାସର କୁମ୍ଭୀର ଛୁଆ ଉଦ୍ଧାର କଲା ବନ ବିଭାଗ। ଘଡିଆଳ ପ୍ରଜାତିର ଚାରିମାସ ର କୁମ୍ଭୀର ଛୁଆ ଉଦ୍ଧାର ।ଉଦ୍ଧାର ପରେ କୁମ୍ଭୀର ଛୁଆ ଟିକୁ ସିଟି ଫରେଷ୍ଟ ରେଞ୍ଜ ଅଫିସ କୁ

କଟକ ଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟରେ ଅହେତୁକ ବିଳମ୍ବ : ପ୍ରଶ୍ନ ଉଠାଇଲା ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି

କଟକ,୧୭-୦୯-୨୦୨୪(ପିପିଏସ) : କଟକ ଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟର ଅହେତୁକ ବିଳମ୍ବକୁ ନେଇ ପ୍ରଶ୍ନ ଉଠାଇଲା ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି । ୨ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ ଚାଲିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶେଷ ହୋଇ ପାରିନାହିଁ । ଏ ନେଇ ଆଜି ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି ପକ୍ଷରୁ

ପୁଣି ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର

ପୁରୀ/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ମହାପ୍ରଭୁଙ୍କ ରତ୍ନଭଣ୍ଡାର ଆସନ୍ତାକାଲି ପୁଣି ଖୋଲିବ। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ରହସ୍ୟ ଉପରୁ ପରଦା ହଟିବ। ଗୁପ୍ତ କୋଠରୀ, ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତଧନ ଚର୍ଚ୍ଚା ଉପରୁ ପୂର୍ଣ୍ଣଛେଦ ପଡ଼ିବାକୁ ଯାଉଛି। ଦୀର୍ଘ ୬ ବର୍ଷ ତଳୁ ରତ୍ନଭଣ୍ଡାର ସ୍ଥିତି

ଦାବି ମାନିବାକୁ ରାଜିହେଲେ ମମତା

କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍‌ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।

ରାମ୍‌କୋ କାରଖାନାର ଜମି କେଳେଙ୍କାରୀ: ଭୂମିହୀନଙ୍କ ସିଲିଂ ଜମି ଛଡ଼ାଇ ନେଇଛି କମ୍ପାନି

ଯାଜପୁର/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ସରକାରୀ ଜମି ଜବରଦଖଲ ଉଚ୍ଛେଦ କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ଗୁରୁତ୍ବ ଦେବା ଆରମ୍ଭ କରିଛନ୍ତି। କୋଟିକୋଟି ଟଙ୍କା ମୂଲ୍ୟର ଏକର ଏକର ସରକାରୀ ଜମି ସହିତ ପ୍ରଭୁ ଜଗନ୍ନାଥ ମନ୍ଦିର ଜମି ଓ ଭୂମିହୀନ ଦଳିତ ପରିବାରଗୁଡ଼ିକର ସିଲିଂ ଜମି ହରିଦାସପୁରରେ