Monthly Archives

September 2024

ଇଞ୍ଜିନିୟରିଂ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ : ରାଗିଂ ଅଭିଯୋଗ

ଭୁବନେଶ୍ୱର,୧୪-୦୯-୨୦୨୪ (ପିପିଏସ) : ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ କଲେଜର ଜଣେ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ଜଣଙ୍କ ହେଲେ ଝାରଖଣ୍ଡ ରାଞ୍ଚିର ଅଭିଷେକ ରବି। ଛାତ୍ର ଜଣଙ୍କ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷର ଛାତ୍ର ବୋଲି ସୂଚନା ମିଳିଛି । ଗତକାଲି

ଇମର୍ତ୍ତୀ ଦେବୀ ମହିଳା ମହାବିଦ୍ୟାଳୟର ନିଜସ୍ୱ ଜମି ପାଇଁ ସାଂସଦଙ୍କୁ ଦାବିପତ୍ର

କଟକ, ୧୩-୦୯-୨୦୨୪ (ପିପିଏସ) : କଟକ ନୟାସଡ଼କଠାରେ ଥିବା ଇମର୍ତ୍ତୀ ଦେବୀ ମହିଳା ମହାବିଦ୍ୟାଳୟର ନିଜସ୍ୱ ଜମି ନଥିବାରୁ ନୂତନ ଶ୍ରେଣୀଗୃହ ଓ କାର୍ଯ୍ୟାଳୟ ଖୋଲିବାରେ ମହାବିଦ୍ୟାଳୟର କର୍ତ୍ତପକ୍ଷ ଅସୁବିଧରୀ ସମ୍ମୁଖୀନ ହେଉଥିବରୁ ମହାବିଦ୍ୟାଳୟ ପାଇଁ ଜମି ଯୋଗାଇ ଦେବା ନିମନ୍ତେ କଲେଜ

ରେଭେନ୍ସା ନାଁ ପରିବର୍ତ୍ତନ ଆବଶ୍ୟକ, ବହୁ ଦିନର ଦାବି : ଭର୍ତ୍ତୃହରି

ରେଭେନ୍ସା ନାଁ ପରିବର୍ତ୍ତନ ପାଇଁ ୧୯୪୯ ମସିହାରୁ ଦାବି ହୋଇଆସୁଛି ବୃହତ୍ତର ଓଡ଼ିଶା ଗଠନ ପରଠୁ ବିଭିନ୍ନ ସମୟରେ ଛାତ୍ରମାନେ ଆନ୍ଦୋଳନ କରିଛନ୍ତି ଗଜପତି କପିଳେନ୍ଦ୍ର ଦେବଙ୍କ ନାଁରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟକୁ ନାମିତ କରାଯାଉ ଭୁବନେଶ୍ୱର,୧୩-୦୯-୨୦୨୪ (ପିପିଏସ) :

ରାଜଧାନୀରେ ବାଲ୍ୟ ବିବାହ

ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ): ରାଜଧାନୀ ଭୁବନେଶ୍ୱରରେ ହେଉଥିଲା ବାଲ୍ୟ ବିବାହ। ଖବର ପାଇ ବାହା ବେଦୀ ପାଖରେ ପହଞ୍ଚିଲେ ଶିଶୁ ସୁରକ୍ଷା ଅଧିକାରୀ ଓ କମିଶନରେଟ୍‌ ପୁଲିସ୍‌। ବିବାହ ବନ୍ଦ କରିବା ସହିତ ବଧୂ ବେଶରେ ସଜେଇ ହୋଇଥିବା ନାବାଳିକାକୁ ଉଦ୍ଧାର କରିଛନ୍ତି। ପାଣ୍ଡରା ଜଗନ୍ନାଥ

ଆସନ୍ତା ବର୍ଷ ଶେଷ ସୁଦ୍ଧା ୯୦,୦୦୦ ଛୁଇଁପାରେ ସୁନା !

ଅନ୍ତର୍ଜାତିକ ବଜାରରେ ସ୍ପଟ୍ ସୁନା ୧.୬ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ପିଛା ୨,୫୫୧.୧୯ ଡଲାର ରେ ପହଞ୍ଚିଥିବା ବେଳେ ଆମେରିକାର ସୁନା ଫ୍ୟୁଚର ୧.୪ ପ୍ରତିଶତ ବୃଦ୍ଧି ପାଇ ୨,୫୭୮.୯୦ ଡଲାରରେ ପହଞ୍ଚିଛି। ନୂଆଦିଲ୍ଲୀ/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ): ସୁନା ଦର ପୁଣି ଥରେ ରେକର୍ଡ

ଦଶହରା ପୂର୍ବରୁ ନୂଆ କୋର୍ଟକୋଠା ଉଦ୍‌ଘାଟନ

ଦଶହରା ପୂର୍ବରୁ  ନିର୍ମାଣଧୀନ ଭୁବନେଶ୍ବର ନୂଆ କୋର୍ଟ ବିଲ୍‌ଡିଂ ଉଦ୍‌ଘାଟନ କରାଯିବ। ଚଳିତ ମାସ ୨୫ ତାରିଖ ସୁଦ୍ଧା ପୂର୍ତ୍ତବିଭାଗ ନୂତନ କୋଠାକୁ ହସ୍ତାନ୍ତର କରିବା ପରେ ଉଦ୍‌ଘାଟନ ତାରିଖ ଧାର୍ଯ୍ୟ କରାଯିବ। ସମ୍ଭବତଃ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ଉଦ୍‌ଘାଟନ ଉତ୍ସବ ହେବ

ପରାଜୟକୁ ଗ୍ରହଣ କରିପାରୁନାହାନ୍ତି ପ୍ରାର୍ଥୀ; ହାଇକୋର୍ଟରେ ୩୦ଟି ମିଥ୍ୟା ସତ୍ୟପାଠ ମାମଲା 

କଟକ/୧୩-୦୯-୨୦୨୪ (ପିପିଏସ) : ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଆସିବାକୁ ୩ ମାସ ବିତିଲାଣି। ହେଲେ ଏବେ ଯାଏଁ ପରାଜୟକୁ ସହଜରେ ଗ୍ରହଣ କରିପାରୁନାହାଁନ୍ତି ଅଧିକାଂଶ ପ୍ରାର୍ଥୀ। ଯେଉଁଥିପାଇଁ ଏଥର ହାଇକୋର୍ଟରେ ଦାଖଲ ହୋଇଛି ସର୍ବାଧିକ ମିଥ୍ୟା ସତ୍ୟପାଠ ମାମଲା। କିଏ ଭୁଲ ତଥ୍ୟ ପାଇଁ ତ ଆଉ

ଅଫିସରଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ, ଖୋଲା ରହିବ ସବୁ ଅଫିସ୍‌

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଘାସିରାମ ମୁର୍ମୁ ଆଜି ସମସ୍ତ ବିଭାଗର ସଚିବ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ସରକାରୀ ଅଫିସରମାନଙ୍କର ହେଡକ୍ୱାର୍ଟରରେ ଅନୁପସ୍ଥିତ ରହିବା ଉପରେ କଟକଣା ଜାରି କରିଛନ୍ତି ।  ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଆସନ୍ତାକାଲିଠୁ ୩ଦିନ

ବିପଜ୍ଜନକ  ଅବସ୍ଥାରେ ସ୍ମାର୍ଟ ସିଟି ରାସ୍ତାଘାଟ

ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ସ୍ଥିତି ସାଂଘାତିକ ।  ଯୁଆଡ଼େ ଯିବ, ସିଆଡ଼େ ଖାଲଖମା । ରାସ୍ତାରୁ ପିଚୁ ଉଠିଗଲାଣି । ଗୋଡ଼ି ବିଛାଇ ହୋଇ ପଡ଼ିଛି।  କେଉଁଠି କାଦୁଅ, ଆଉ କେଉଁଠି ପାଣି । ଟିକିଏ ନଜର  ହଟିଲେ, ଦୁର୍ଘଟଣା ହେବା ଥୟ । କେତେବେଳେ  ଯେ ଏ ରାସ୍ତା ମାରିଦେବ, କହି ହେବନି

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ମୟୂରଭଂଜ ଜିଲ୍ଲାରେ ୨୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) :