Monthly Archives

September 2024

ସାଉଦି ଆରବରେ  ଫସିଲେ ୬ ଓଡ଼ିଆଙ୍କ ସମେତ ୮ ଜଣ

ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ

ବଜ୍ରପାତ ନେଲା ୨ଚାଷୀଙ୍କ ଜୀବନ

ବୈଶିଙ୍ଗା/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ କ୍ଷେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ସ୍ବର୍ଗତ

ଲଗାଣ ବର୍ଷାରେ ଧୋଇଗଲା ସୋଲାର ଜଳ ପ୍ରକଳ୍ପ : ନିମ୍ନମାନର କାର୍ଯ୍ୟ ଅଭିଯୋଗ

ମାଲକାନଗିରି/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ରେ ଓ ଟି ଏଲ୍ ପି ପ୍ଲସ ପକ୍ଷରୁ ବିକାଶମୂଳକ କାର୍ଯ୍ୟ କୁ ତ୍ଵରାନିତ କରିବା ପାଇଁ 'ବିକାଶ' ସଂସ୍ଥା ସହ 2021-22 ମସିହାରେ ଚୁକ୍ତିନାମା କରାଯାଇଥିଲା। ଆର୍ଥିକ ବର୍ଷ 2023-24 ରେ ଦୋରାଗୁଡା ପଞ୍ଚାୟତର

ରାତି ଅଧରେ ବୁଲିଲା ଖଣ୍ଡା : ଜଣେ ମୃତ ୨ ଗୁରୁତର

ବଲାଙ୍ଗୀର/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ପଡ଼ୋଶୀଙ୍କ ଖଣ୍ଡା ଚୋଟରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ। ଅନ୍ୟ ୨ ଜଣ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ମାଲଗୋଦାମ ପଡ଼ାରେ । ମୃତକ ହେଲେ ନିରଜ ହରପାଲ। ଅନ୍ୟ ୨ ଜଣଙ୍କୁ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତାର ମୃତ୍ୟୁ

ସୁନ୍ଦରଗଡ଼/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରେ ଏହି ଘଟଣା ଘଟିଛି। ବନ ବିଭାଗର କର୍ମଚାରୀ ପହଞ୍ଚି ହାତୀଟି ମୃତଦେହକୁ ଉଦ୍ଧାର କରି

ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା

ସୁରକ୍ଷା ପାଇଁ ଚିନ୍ତିତ ଥିବା ବାପା ଝିଅ ମଥାରେ ଖଞ୍ଜିଲେ କ୍ୟାମେରା

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଦିନକୁ ଦିନ ସମାଜରେ ଅପରାଧ ସଂଖ୍ୟା ବୃଦ୍ଧି ପାଇବାଲରେ ଲାଗିଛି। ଏଭଳି କ୍ଷେତ୍ରରେ ନାରୀମାନଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଯାଇଛି। ଅଭିଭାବକମାନେ ସେମାନଙ୍କ କନ୍ୟାମାନଙ୍କ ସୁରକ୍ଷା ପାଇଁ ଚିନ୍ତିତ ହୋଇପଡ଼ିଛନ୍ତି। 

ସୁଭଦ୍ରା ଯୋଜନା ଆବେଦନ ପାଇଁ ଆସୁଥିବା ମହିଳାଙ୍କ ଦୁର୍ଘଟଣାରେ ମୃତ୍ୟୁ

ଜଳେଶ୍ଵର/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : କମର୍ଦ୍ଦା ଥାନା ନାଚିନ୍ଦା ଛକ ନିକଟରେ ଥିବା ଏକ ଜନସେବା କେନ୍ଦ୍ରକୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିବାକୁ ଆସୁଥିବା ବେଳେ ଜଣେ ମହିଳାଙ୍କର ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି। ମୃତ ମହିଳା ଜଣକ ହେଉଛନ୍ତି ମଙ୍ଗୁଳି ଭୂୟାଁଙ୍କ ଝିଅ

ଏସ୍‌ସିବିରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ

କଟକ/୦୯-୦୯-୨୦୨୪(ପିପିଏସ) : ଏସ ସି ବି ମେଡିକାଲ କଲେଜ ହସ୍ପିଟାଲରେ ଆଜି ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି । ନୟାଗଡ ଅଞ୍ଚଳର ୩୯ ବର୍ଷୀୟ ମାନସ ମୁଦୁଲିଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇ ଯକୃତ ପ୍ରତିରୋପଣ କରାଯାଇଛି । ତାଙ୍କ ପତ୍ନୀ ଛବି ମଲ୍ଲିକ ଯକୃତ ଦାନ କରିଛନ୍ତି । ଏସ ସି ବି

କ୍ୟାପିଟାଲ୍‌ ହସ୍ପିଟାଲରେ ଡାକ୍ତର ଅଭାବ : ତର୍ଜମା କରୁଛନ୍ତି ସରକାର

ଖାଲି ପଡ଼ିଛି ୬୪ ପଦବୀ ସହିତ ୫୩ ନର୍ସିଂ ଅଫିସର ପୋଷ୍ଟ ବର୍ଷକୁ ଆସୁଛନ୍ତି ୫ଲକ୍ଷରୁ ଉର୍ଦ୍ଧ୍ୱ ରୋଗୀ ରୋଗୀ ସେବା ଉପରେ ପଡୁଛି ସିଧା ସଳଖ ପ୍ରଭାବ ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ରାଜ୍ୟ ରାଜଧାନୀ ଭୁବନେଶ୍ୱରର ସର୍ବ ବୃହତ ସରକାରୀ ହସ୍ପିଟାଲରେ ଡାକ୍ତର ଓ ମେଡ଼ିକାଲ୍‌