Monthly Archives

September 2024

ସ୍ତ୍ରୀ ଓ ନବଜାତକୁ ହସ୍ପିଟାଲରୁ ଡିସଚାର୍ଜ କରିବା ପାଇଁ ଦୁଇବର୍ଷର ପୁଅକୁ କଲେ ବିକ୍ରି

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଉତ୍ତରପ୍ରଦେଶର କୁଶୀନଗର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଓ ନବଜାତକୁ ହସ୍ପିଟାଲରୁ ଡିସଚାର୍ଜ କରିବା ପାଇଁ ନିଜର ଦୁଇବର୍ଷର ପୁଅକୁ ବିକ୍ରି କରି ଦେଇଥିଲେ। ଏହି ଘଟଣା ସାମ୍ନାକୁ

ସମବେତ ପ୍ରାର୍ଥନାର ନୂତନ ଧାରା ସୃଷ୍ଟି କରିବ ଗଣେଶ ମ‌ହୋତ୍ସବ:ଭର୍ତ୍ତୃହରି ମହାତାବ

କଟକ/୦୯-୦୯-୨୦୨୪(ପିପିଏସ): ଆମ ସମାଜରେ ଉତ୍ସବର ସର୍ବଦା ଆବଶ୍ୟକତା ରହିଛି। ଉତ୍ସବ ଉତ୍ସାହ ଯୋଗାଇବା ସହ ନିଜ ସାମର୍ଥ୍ୟଙ୍କୁ ଆବିଷ୍କାର କରିଥାଏ ଓ ଏକାଠି ହେବାର ସୁଯୋଗ ସୃଷ୍ଟି କରେ କଟକ-ଭୁବନେଶ୍ବର ଦୈତନଗରୀ ଗଣେଶ ପୂଜା କମିଟି ପକ୍ଷରୁ ଉପର ବାଲିଯାତ୍ରା ପଡ଼ିଆରେ ଆୟୋଜିତ ୩୧ତମ ଗଣେଶ

ଏମ୍‌ସ ଚିକିତ୍ସକଙ୍କ ସଫଳତା, ଏକ୍‌ମୋ ସହାୟତାରେ ମହିଳାଙ୍କ ଜୀବନ ବଞ୍ଚାଇଲେ

ଭୁବନେଶ୍ୱର/୦୯-୦୯-୨୦୨୪(ପିପିଏସ) : ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞା‌ନକୌଶଳର ସଫଳ ପ୍ରୟୋଗ ତଥା ଉତ୍ସର୍ଗୀକୃତ ଭାବନାର ଉଲ୍ଲେଖନୀୟ ପ୍ରଦର୍ଶନ କରିଛି ଏମ୍‌ସ ଭୁବନେଶ୍ୱର। ଅତ୍ୟାଧୁନିକ ଏକ୍‌ମୋ ଥେରାପି ପ୍ରୟୋଗ କରି ଗୁରୁତର ହୋଇପଡ଼ିଥିବା ଜଣେ ମହିଳାଙ୍କ ବଞ୍ଚାଇବ‌ାରେ

ସ୍ବର୍ଣ୍ଣ ଜିତିଲେ ଇନକମ ଟ୍ୟାକ୍ସ ଇନ୍ସପେକ୍ଟର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ଭାରତ ଏ ପର୍ଯ୍ୟନ୍ତ ୭ ସ୍ଵର୍ଣ୍ଣ, ୯ ରୌପ୍ୟ ଓ ୧୩ କାଂସ୍ୟ ପଦକ ଜିତି ସାରିଛି। ଅର୍ଥାତ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ୨୯କୁ

ଗେଣ୍ଡାଳିଆଙ୍କ ପ୍ରଜନନ ସ୍ଥଳ ବଂଶଧାରା କୂଳ : କ୍ରମାଗତ ହ୍ରାସ ପାଉଛି ପକ୍ଷୀଙ୍କ ସଂଖ୍ୟା

ରାୟଗଡ଼ା/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ମୌସୁମୀ ଆସିବା ପୂର୍ବରୁ ଦଳ ଦଳ ହୋଇ ବିଦେଶାଗତ (ସାଇବେରିଆ) ଗେଣ୍ଡାଳିଆ ପକ୍ଷୀଙ୍କ ସୁଅ ଛୁଟେ। ୩ରୁ ୪ମାସ ପର୍ଯ୍ୟନ୍ତ ଅବସ୍ଥାନ ପରେ ଘରକୁ ବାହୁଡ଼ି ଯାଅନ୍ତି। ଗୁଣପୁର ବ୍ଲକ ବଂଶଧାରା ନଦୀ ଅବବାହିକାରେ ପ୍ରତିବର୍ଷ ନିର୍ଦ୍ଦିଷ୍ଟ ସମୟରେ

ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି

ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ସଙ୍ଗିନ

ଗତ ଦୁଇ ଦିନ ଧରି ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ସଙ୍ଗିନ ହୋଇପଡିଛି। ବୁଡିଛି ଜାତୀୟ ରାଜପଥର ସମସ୍ତ ପୋଲ। ପୋଲ ଉପରେ ୮ରୁ ୧୦ ଫୁଟର ପାଣି ବୋହୁଛି। ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକକୁ ଯାତାୟତ ଠପ ହୋଇଯାଇଛି ।

ଅନଲାଇନ ପେମେଣ୍ଟ୍ ଉପରେ ଲାଗିବ ୧୮% ଜିଏସଟି !

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର ଅନୁଷ୍ଠିତ ଜିଏସଟି କାଉନସିଲ ବୈଠକରେ ଡେବିଟ୍ ଓ କ୍ରେଡିଟ୍ କାର୍ଡ ତଥା ଅନଲାଇନ ପେମେଣ୍ଟକୁ ନେଇ ବଡ ନିଷ୍ପତ୍ତି ନିଆଯାଇଛି । ଗଣମାଧ୍ୟମ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୦୦ ଟଙ୍କାରୁ କମ୍ କ୍ରେଡିଟ୍ କାର୍ଡ, ଡେବିଟ୍ କାର୍ଡ

ବର୍ଷାରେ ବେହାଲ ଜନଜୀବନ…

ଲାଞ୍ଜିଗଡ଼/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ରବିବାରଠାରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷା ଛାଡିବାର ନାଁ ଧରୁନି। ୨୪ ଘଣ୍ଟାରୁ ଅଧିକ ସମୟ ଧରି ହେଉଥିବା ଲଘୁଚାପଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଜନଜୀବନ ବେହାଲ ହୋଇପଡ଼ିଛି। ବିଭିନ୍ନ ଖାଲୁଆ

ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ପରେ, ସମସ୍ତ ରାଜ୍ୟକୁ ମାର୍ଗଦର୍ଶିକା ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ କେନ୍ଦ୍ର ସରକାରଙ୍କ ଚେତା ପଶିଛି । ୧୫ ଦିନ ତଳେ ପଡ଼ୋଶୀ ପାକିସ୍ତାନରେ ଏକାଧିକ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ହେଁ ଭାରତ ସରକାରଙ୍କ ପକ୍ଷରୁ କୌଣସି ଆଗୁଆ