Monthly Archives

September 2024

ଏସିଆନ ଚାମ୍ପିୟନ୍ସ ଟ୍ରଫି : ଭାରତୀୟ ହକି ଟିମର କ୍ରମାଗତ ଦ୍ୱିତୀୟ ବିଜୟ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମର ବିଜୟ ଧାରା ଜାରି ରହିଛି । ପ୍ରଥମ ମ୍ୟାଚ୍‌ରେ ଚାଇନାକୁ ମାତ ଦେଇଥିବା ହକି ଟିମ ଆଜି ଜାପାନକୁ ଏକତରଫା ଭାବେ ୫-୧ ଗୋଲରେ ହରାଇଛି । ଆଜିର ମ୍ୟାଚ୍‌ରେ ଭାରତୀୟ ହକି ଟିମ ଆରମ୍ଭରୁ ହିଁ ନିଜ

ଝରିଗାଁ ବ୍ଲକରେ ଝାଡ଼ାବାନ୍ତି : ୩ ମୃତ ୧୫ ଆକ୍ରାନ୍ତ

ନବରଙ୍ଗପୁର/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଚେପଟିଅମ୍ବା ଗ୍ରାମରେ ବ୍ୟାପିଛି ଝାଡ଼ାବାନ୍ତି । ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଗାଁରେ ମେଡିକାଲ ଟିମ୍ ପହଞ୍ଚି ଲୋକମାନଙ୍କର ଚିକିତ୍ସା

ଯୁକ୍ତ ଦୁଇ ପରୀକ୍ଷା : ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନ ଲଗାଇଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର ମାନ୍ୟତା

ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା

ଡିଜେ-ମୁକ୍ତ ରୋଷଣୀ, ନିଶା-ମୁକ୍ତ ଭାସାଣୀ ଓ ପଲିଥିନ-ମୁକ୍ତ ପୂଜାର ଆହ୍ୱାନ

ଅକ୍ଟୋବର ୯ ମହାଷଷ୍ଠୀରୁ ଦୁର୍ଗାପୂଜା ଆରମ୍ଭ ୧୪ରେ ଭାସାଣୀ କଟକ ମହାନଗର ଶାନ୍ତି କମିଟିର ପ୍ରସ୍ତୁତି ମହାସଭାରେ ନିଷ୍ପତ୍ତି କଟକ,୦୯-୦୯-୨୦୨୪(ପିପିଏସ) : ଅକ୍ଟୋବର ୯ ମହାଷଷ୍ଠୀରୁ ଦୁର୍ଗାପୂଜା ଆରମ୍ଭ ହୋଇ ୧୪ରେ ଭାସାଣୀ ଉତ୍ସବ ଅନୁଷ୍ଠିତ ହେବ ଏବଂ ନିଶା-ମୁକ୍ତ ଭାସାଣୀ,

ପାୱାର ହାଉସରେ ପଶିଲା ବନ୍ୟା ଜଳ, ବିଦ୍ୟୁତ ଉତ୍ପାଦନ ବନ୍ଦ : ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ

କୋରାପୁଟ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : କୋରାପୁଟ ଜିଲ୍ଲା ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପଶିଯାଇଛି ବନ୍ୟା ଜଳ। ଫଳରେ ପ୍ରକଳ୍ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ ହୋଇଛି । ବିଦ୍ୟୁତ ଉତ୍ପାଦନ ବନ୍ଦ ନେଇ ବିଦ୍ୟୁତ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଲଗାଣ ବର୍ଷାରେ ବଢୁଛି କୋଲାବ ନଦୀର ଜଳସ୍ତର : ଅନେକ ଗାଁ ଜଳବନ୍ଦୀ

କୋରାପୁଟ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଲଗାଣ ବର୍ଷା ଯୋଗୁ ମାଲକାନଗିରି ଭଳି କୋରାପୁଟ ଜିଲ୍ଲାରେ ମଧ୍ୟ ଗତକାଲିଠୁ ଜଳ ପ୍ରଳୟ ସ୍ଥିତି ଉପୁଜିଛି । କୋଲାବ ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି । ଦୀଗାପୁରଠାରେ ଥିବା ବ୍ରିଜ୍ ଉପରେ ପାଣି ଚାଲୁଛି । ଫଳରେ କୁନ୍ଦୁରା

ବର୍ଷାରେ ବେହାଲ ମାଲକାନଗିରି : ବାହ୍ୟ ଜଗତରୁ ବିଛିନ୍ନ ଅନେକ ଅଞ୍ଚଳ

ମାଲକାନଗିରି/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରି । ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି । ପୋଟେରୁ ପୋଲ ଉପରେ ୫ରୁ୬ଫୁଟ୍ ବନ୍ୟା ପାଣି ଯାଉଛି । ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା କରିବା ସମ୍ଭବପର ହୋଇପାରୁ ନାହିଁ ।

ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲେ ବାଇକ୍ ଆରୋହୀ : ୨ ମୃତ

ଭଦ୍ରକ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ରଙ୍ଗ ରୁଟ୍‌ରେ ଆସି ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲେ ବାଇକ୍ ଆରୋହୀ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଭଦ୍ରକ ଜିଲ୍ଲା ଟାଉନଥାନା ଅନ୍ତର୍ଗତ ବନ୍ତ ଛକ ନିକଟରେ ଏହି ଦୁର୍ଘଟଣା

ମଧ୍ୟାହ୍ନରେ ପୁରୀ ଅତିକ୍ରମ କରିବ ଗଭୀର ଅବପାତ : ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହା ପୁରୀଠାରୁ ୧୧୦ କିମି ଦୂର

ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା

କଟକ,୦୯-୦୯-୨୦୨୪(ପିପିଏସ) : ବନ୍ଦ ଘରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ । ସୋମବାର କଟକ ସିଡିଏ ସେକ୍ଟର -୯ ସ୍ଥିତ ଭଡା ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର ହୋଇଛି । କଟକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ସେ କାର୍ଯ୍ୟରତ ଥିଲେ । ମୃତ ଅଧ୍ୟାପିକାଙ୍କ ନାମ ଅନନ୍ୟା ଚକ୍ରବର୍ତ୍ତୀ । ତାଙ୍କ ଘର