ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨-୯-୨୪(ପିପିଏସ) : ପୁଣି ଥରେ ଚର୍ଚ୍ଚାରେ ହାଇକୋର୍ଟ ବେଞ୍ଚ୍ ପ୍ରସଙ୍ଗ। ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଉତ୍ତର ରଖିବା ପରେ ତେଜିଛି!-->…