Monthly Archives

September 2024

ସୁପ୍ରିମକୋର୍ଟର ପତାକା ଓ ଚିହ୍ନ ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଆଜି ଭାରତର ସର୍ବୋଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ଏହି ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସାରା ଦେଶକୁ ଦେଇଛନ୍ତି ବଡ଼ ଉପହାର । ଏହି ପ୍ରତିଷ୍ଠା ଅବସରରେ ସୁପ୍ରିମକୋର୍ଟ ପାଇଁ ନୂଆ ପତାକା ଏବଂ ନୂଆ

ମଣିପୁରରେ ପୁଣି ଫୁଟିଲା ଗୁଳି : ମା’ ମୃତ, ଝିଅ ଆହତ

ଇମ୍ଫାଲ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଆଦିବାସୀ ଓ ଅଣଆଦିବାସୀଙ୍କ ମଧ୍ୟରେ ସୃଷ୍ଟି ହିଂସା ଯୋଗୁ ଅଶାନ୍ତ ହୋଇପଡ଼ିଥିବା ମଣିପୁରରେ ପୁଣି ଚାଲିଛି ଗୁଳି। ଆଜି ହିଂସାର ଫାଇଦା ନେଇ କିଛି ସନ୍ଦିଗ୍ଧ ବିଦ୍ରୋହୀ ଗୁଳି ମାଡ଼ କରିଛନ୍ତି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କର ୧୨

ବାୟୁସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶାଲ ତେଜିନ୍ଦର ସିଂହ

ନୂଆଦିଲ୍ଲୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଭାରତୀୟ ବାୟୁସେନାର ଡେପୁଟି ଚିଫ୍ ଅଫ୍ ଏୟାର ଷ୍ଟାଫ୍ ଭାବେ ଏୟାର ମାର୍ଶାଲ ତେଜିନ୍ଦର ସିଂହ ଆଜି ନୂଆଦିଲ୍ଲୀରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂଆ ନିଯୁକ୍ତି ପାଇବା ପରେ ସେ ଜାତୀୟ ଯୁଦ୍ଧ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରି ସର୍ବୋଚ୍ଚ ବଳିଦାନ

ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ : ଜାଣନ୍ତୁ ଆବେଦନର ନିୟମ ଓ ଫର୍ମ ସମ୍ପର୍କରେ

ଭୁବନେଶ୍ୱର,୧-୦୯-୨୪(ପିପିଏସ) : ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍‌ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି

ଶ୍ରୀମନ୍ଦିରରେ ଲାଗିଲା ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ କଡ଼ା ପହରା : ଆଉ ବିକି ପାରିବେନି ବାସି ଅବଢ଼ା

ପୁରୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଶ୍ରୀମନ୍ଦିର ଭିତରେ ଆନନ୍ଦ ବଜାରରେ ଶୃଙ୍ଖଳା ଓ ସଂସ୍କାର ଆଣିବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଆଜିଠୁ ଶ୍ରୀମନ୍ଦିରରେ ମୁତୟନ ହୋଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ । ମୋଟ ଦୁଇଟି ସିଫ୍ଟରେ ୨୦ଜଣ ପୂର୍ବତନ ସେନା କର୍ମଚାରୀ

ମାସ ଆରମ୍ଭରୁ ଝଟ୍‌କା : ବଢ଼ିଲା ଏଲ୍‌ପିଜି ଗ୍ୟାସ୍ ଦର

ନୂଆଦିଲ୍ଲୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପୁଣି ବଢ଼ିଲା ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ଦର। କମର୍ସିଆଲ୍‌ ଗ୍ୟାସ୍‌ ସିଲିଣ୍ଡର ଦରରେ ବୃଦ୍ଧି ପାଇଛି ସିଲିଣ୍ଡର ପିଛା ୩୯ ଟଙ୍କା। ଫଳରେ ଦିଲ୍ଲୀରେ ୧୯ କେଜି ଗ୍ୟାସ୍‌ ସିଲିଣ୍ଡର ଦର ୧୬୯୧.୫୦ ପଇସାକୁ ବୃଦ୍ଧି ହୋଇଛି। ସେହିପରି

ହୃତଘାତରେ ପୂର୍ବତନ ବିଧାୟକ ଙ୍କ ପରଲୋକ

ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ

‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ : ୫ ବିଜେପି କର୍ମୀ ନିଲମ୍ବିତ

ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଭୁବନେଶ୍ୱର ନିକଟ ବାଳକାଟୀରେ ପ୍ରଧାନମନ୍ତ୍ରୀଙ୍କ ’ମନ୍ କୀ ବାତ’ କାର୍ଯ୍ୟକ୍ରମବେଳେ ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦଳ ବିରୋଧୀ କାର୍ଯ୍ୟ ଦର୍ଶାଇ ୫ ବିଜେପି କର୍ମକର୍ତ୍ତାଙ୍କୁ ନିଲମ୍ବିତ

ବନ୍ଧା ହେଲେ ବ୍ଲକ ଶିକ୍ଷା ଅଧିକାରୀ : ଗତକାଲି ହୋଇଥିଲା ଭିଜିଲାନ୍ସ ଚଢ଼ାଉ

ନଗଦ ୬.୫ ଲକ୍ଷ ଟଙ୍କା ସହ ବ୍ୟାଙ୍କ ଜମା ୩୫.୬୧ ଲକ୍ଷ ଟଙ୍କା ୩ଟି ବହୁତଳ କୋଠା ସହିତ ଗୋଟିଏ କାର୍ ସୁନା, ରୁପା ଗିନା,ଚାମଚ ସହିତ ଦାମୀ ଘଣ୍ଟା ବ୍ରହ୍ମପୁର/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କୁ ଆଜି

କନିଷ୍ଠ ଯନ୍ତ୍ରୀଙ୍କ ଘରୁ ବାହାରିଲା ବିଡ଼ା ବିଡ଼ା ନୋଟ୍‌ : ଭିଜିଲାନ୍ସ ଟିମ୍‌କୁ ଦେଖି ଚେତା ହରାଇଥିଲେ

ଜବତ ହୋଇଛି ନଗଦ ୧୪ ଲକ୍ଷ ୮୧ ହଜାର ୩ ଶହ ଟଙ୍କା ୩୫ ଗ୍ରାମର ସୁନା ଅଳଙ୍କାର ସହିତ ଏକାଧିକ ଘର ଓ ପ୍ଲଟ ରାୟଗଡ଼ା/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ବେହୋସ ହୋଇଯାଇଥିବା ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର କନିଷ୍ଠ ଯନ୍ତ୍ରୀ