Monthly Archives

September 2024

କାନ୍ଥ ପଡ଼ି ଅଢେଇ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ : ବାପାମା’ ଗୁରୁତର

ବ୍ରହ୍ମପୁର/ଭୁବନେଶ୍ୱର,୧-୯-୨୪(ପିପିଏସ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ଗ୍ରାମ ନିକଟ ତୋଟା ସାହିରେ ଅଘଟଣ l କାନ୍ଥ ପଡ଼ି ଚାଲିଗଲା ଅଢେଇ ବର୍ଷର ଶିଶୁ ପୁତ୍ରର ଜୀବନ। ଏଥିସହିତ ତାର ବାପାମା’ଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି । ବର୍ଷା ଯୋଗୁ ଏହି ଅଘଟଣ ଘଟିଛି ବୋଲି

ବାଙ୍ଗାଲୋରରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା : ଗାଁରେ ପହଞ୍ଚିଥିଲା ମୃତଦେହ

କନ୍ଧମାଳ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଶା ଶ୍ରମିକ। ମୃତ ଶ୍ରମିକ ଜଣଙ୍କ ହେଲେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଦଡି଼ଙ୍ଗିଆ ଗ୍ରାମର ଲେମନ ଦିଗାଲ। ଲେମନ ଜଣକ କିଛି ଦିନ ତଳେ ତାଙ୍କ ଗ୍ରାମର କିଛି ସାଙ୍ଗ ସାଥିଙ୍କ ସହିତ ମିଶି

୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ : ଖର୍ଚ୍ଚଦାବି ଉପରେ ଦେଢ଼ ଘଣ୍ଟା ଉପସ୍ଥାପନା

ହଟିଲା ହୋମଗାର୍ଡ ନିଯୁକ୍ତି ଉପରୁ କଟକଣା ଓଆଇଏସଏଫରେ ୪ ହଜାର ନୂଆ ପଦବୀ ସୃଷ୍ଟି ପୁରୀରେ ଏସଏସ୍ ବାଟାଲିୟନରେ ୧୦୮୩ଟି ପଦବୀ ୧୦ଟି ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ପୁଲିସ ଆଉଟପୋଷ୍ଟ ୩୪୬ଟି ଫାୟାର ଷ୍ଟେସନର ଉନ୍ନତିକରଣ ଭୁବନେଶ୍ୱର,୧-୦୯-୨୪(ପିପିଏସ) :

ଲଗାଣ ବର୍ଷରେ ଭୁଶୁଡ଼ିଲା କାନ୍ଥ : ଅଜା, ଆଈ ଓ ୪ବର୍ଷର ନାତି ଗୁରୁତର

ପୁରୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : କାନ୍ଥ ପଡ଼ି ଅଜା, ଆଈ ସମେତ ୪ବର୍ଷର ନାତି ଗୁରୁତର ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଇପିଙ୍ଗ ବାଉରୀପଲ୍ଲୀ ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାତିରେ ଅଜା, ଆଈ ସମେତ ୪ବର୍ଷର ନାତି ଘରେ ଶୋଇଥିଲେ।

ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୩୧-୦୮-୨୪(ପିପିଏସ) : ସ୍ୱାୟତ୍ତ ଶାସନ ଦିବସରେ ବକ୍ସିବଜାର ଠାରେ ଐତିହାସିକ ପାଇକ ବିଦ୍ରୋହର ମହାନ ସଂଗ୍ରାମୀ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ, ସ୍ୱାଧୀନତା ସଂଗ୍ରାମୀଙ୍କ