ମେଲେରିଆରେ ୨ ଜଣଙ୍କ ମୃତ୍ୟୁ
ନବରଙ୍ଗପୁର/ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଯୋଡ଼େଙ୍ଗା ପଂଚାୟତରେ ମ୍ୟାଲେରିଆ ଯୋଗୁଁ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ରାଇସିଂ ଗଣ୍ଡ (୧୮) ଓ ବିଷ୍ଣୁ ଗଣ୍ଡ (୨୦)। ସୂଚନା ଅନୁସାରେ ବଡ଼ପାରା ଓ ସାନପାରା ଗ୍ରାମରେ ଏବେ ୧୫ରୁ ଊର୍ଦ୍ଧ୍ବ!-->…