Monthly Archives

October 2024

ଡିଜିଟାଲ୍‌ ପ୍ରଦୂଷଣ

ଆଜିର ଅତ୍ୟାଧୁନିକ ଯୁଗରେ ସଭିଏଁ ଇଣ୍ଟର୍‌ନେଟ୍‌, ସାମାଜିକ ଗଣମାଧ୍ୟମ ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉପରେ ଏକପ୍ରକାରେ ନିର୍ଭରଶୀଳ ହୋଇପଡ଼ିଛନ୍ତି। ଅଧୁନା ଡିଜିଟାଲ୍‌ ବିଶ୍ବ ଶୈଶବର ଖେଳସାଥୀ, କୈଶୋରର ଫ୍ୟାସନ୍‌ ଷ୍ଟୋର୍‌, ଯୁବକମାନଙ୍କର ବୃତ୍ତିଗତ  ଆବଶ୍ୟକତା, ପ୍ରୌଢ଼ତାର ସମ୍ପର୍କର

ହାଇଆଲର୍ଟରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର

ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ରେଡ୍ ଜୋନ୍‌ରେ ଥିବା କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। କଟକ/ରାଜନଗର/କେନ୍ଦ୍ରାପଡ଼ା/ଜଗତସିଂହପୁର,୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା ‘ଦାନା’ର

ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ହାଇକୋର୍ଟ

କଟକ,୨୩-୧୦-୨୦୨୪(ପିପିଏସ ) : ବାତ୍ୟା ପାଇଁ ହାଇକୋର୍ଟ ୨ ଦିନ ବନ୍ଦ ରହିବ । ବାତ୍ୟା ‘ଦାନା’କୁ ନଜରରେ ରଖି ୨୪ ଓ ୨୫ ତାରିଖ ଦୁଇ ଦିନ ହାଇକୋର୍ଟ ବନ୍ଦ ରହିବ । ଏଥିପାଇଁ ନଭେମ୍ବର ୩୦ ଓ ଡିସେମ୍ବର ୭ ତାରିଖ ଶନିବାର କୋର୍ଟ ଖୋଲାରହିବ ।

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ 

ବାରିପଦା/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଓ ବିକଶିତ ଭାରତ ଅଭିଯାନର ମିଳିତ ସହଯୋଗରେ  ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନ

ବାତ୍ୟା ‘ଦାନା’ପାଇଁ ପାରାଦୀପରେ ଶିଳ୍ପ ମନ୍ତ୍ରୀ ଙ୍କ ପ୍ରାକ ପ୍ରସ୍ତୁତି ବୈଠକ

ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ   ବାତ୍ୟାରେ ଜିଲ୍ଲାର ପ୍ରାୟ ୮୮ ହଜାର ଲୋକ ପ୍ରଭାବିତ ହେବାର ଆଶଙ୍କା ପାରାଦୀପ,୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା "ଦାନା"କୁ ଦୃଷ୍ଟିରେ ରଖି  ଜଗତସିଂହପୁର ଜିଲ୍ଲା ପ୍ରଶାସନ ଏବଂ ବୃହତ୍ ଶିଳ୍ପ ଗୁଡିକର ପଦାଧୂକାରୀ ମାନଙ୍କୁ ନେଇ

ମାଡି ଆସୁଛି ବାତ୍ୟା, “ଦାନା “

ନେଇଯିବ କି ଚାଷୀଙ୍କ ଦାନା ଅଧା ପାଚିଲା ଫସଲ କୁ ଆଣିଲେ କିଛି ଚାଷୀ। ଅସ୍ତରଙ୍ଗ,୨୩-୧୦-୨୦୨୪(ପିପିଏସ ) : ଦାନା ମାଡି ଆସୁଛି। ଚାଷୀଙ୍କ ବର୍ଷକର ଦାନା ଛଡାଇନେବ। ସମ୍ଭାବ୍ୟ ବାତ୍ୟା ଦାନା ଭୟରେ ଭୟଭୀତ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଂଚଳର ଚାଷୀକୂଳ। ଦାନା ଉଜାଡିବ ନେବ

ବାତ୍ୟା ‘ଦାନା’ର ପ୍ରାଶାସନିକ ପ୍ରସ୍ତୁତି ସମୀକ୍ଷା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ 

ଧାମନଗର ୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା 'ଦାନା'ର ମୁକାବିଲା ପାଇଁ ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ଏବଂ ଭାଷା ସାହିତ୍ୟ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ଥିତପ୍ରଜ୍ଞ ପ୍ରଶାସନିକ ଅଧିକାରୀଙ୍କ ସହ ଏକ ବୈଠକ ପଞ୍ଚାୟତ ସେମିତି ସମ୍ମିଳନୀ

ସମ୍ଭାବ୍ୟ ବାତ୍ୟା ‘ ଦାନା ‘  ଛଡ଼ାଇ ନେବକି ଦାନା ?ସଜାଗ ଜିଲ୍ଲା ପ୍ରଶାସନ

ଜଗତସିଂହପୁର,୨୩-୧୦-୨୦୨୪(ପିପିଏସ ) : ପୂର୍ବ ବଙ୍ଗୋପ ସାଗରରେ  ସୃଷ୍ଟି ହୋଇଥିବା ଅବପାତ  ବାତ୍ୟା ର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଯାହାଫଳରେ  ଜଗତସିଂହପୁର ଜିଲ୍ଲାରେ ୨୪ଓ ୨୫ ତାରିଖ ପ୍ରବଳ ରୁ ଅତି ପ୍ରବଳ ବର୍ଷା  ସହ ୧୧୦ ରୁ ୧୨୦ କି .ମି ବେଗରେ ପବନ

ପୁରୀ ଏସ୍ପିଙ୍କ ଅସ୍ତରଙ୍ଗ ଅଚାନକ ଗ୍ରସ୍ତ।

ବାତ୍ୟା ଦାନା କୁ ନେଇ ଏସ୍ପିଙ୍କ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ  ଅସ୍ତରଙ୍ଗ,୨୩-୧୦-୨୦୨୪(ପିପିଏସ ) : ବଙ୍ଗୋପସାଗର ସୃଷ୍ଟି ଘୁର୍ଣ୍ଣିଝଡ଼ ଦାନା କୁ ନେଇ ପ୍ରଶାସନ ସଜାଗ ଥିବା ବେଳେ ବୁଧବାର ସନ୍ଧ୍ୟା ରେ ପୁରୀ ଜିଲ୍ଲା ଏସ୍ପି ବିନୀତ ଅଗ୍ରୱାଲ ଅଚାନକ ଅସ୍ତରଙ୍ଗ ଗ୍ରସ୍ତ

ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ବିର୍ସା ମୁଣ୍ଡା ଷ୍ଟାଡିୟମରେ ବିରାଟ ଜନସଭା ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ଆସନ୍ତା ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ରାଉରକେଲା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବା ସହ ଏକାଧିକ ପ୍ରକଳ୍ପର