ଇତିହାସ ରଚିଲେ ବଣ୍ଡା ସଂପ୍ରଦାୟର ଝିଅ
ୟୁଟ୍ୟୁବରୁ ଶିକ୍ଷା ଗ୍ରହଣ କରି ହେଲେ ଅଫିସର
ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି।
ଏହି ଜନଜାତିର ଜଣେ ଝିଅ ଏବେ ଓଏଏସ୍ ହୋଇଛନ୍ତି।
ବଣ୍ଡା ଜନଜାତିର ଝିଅଟି ପିଲାଦିନରୁ ଅଭାବ ଅନାଟନରେ ବଢିଛନ୍ତି।
ପାଠ ପଢିବାର ପରିବେଶ ନଥିବା ବେଳେ ମଧ୍ୟ ସେ ନିଜର!-->!-->!-->!-->!-->!-->!-->!-->!-->!-->!-->…