ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ
ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ସରକାରୀ ସ୍ତରରେ ଘୋଷଣା କରାଯିବ।
ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ ।ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।