୫ ଘଣ୍ଟା ବନ୍ଦ ଏବେ ଶ୍ରୀମନ୍ଦିର

ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ।

ପୁରୀ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ।ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.