ଜିଏ, ବିଡିଏ ବାହୁବଳେ ଜବରଦଖଲକାରୀ ରାଜା: ରାଜୀବ ଆବାସ ଯୋଜନାକୁ ଚୁନ
ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ହାଉସିଂ ପ୍ରକଳ୍ପରେ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ଘର ଯୋଗାଇ ଦେବାପାଇଁ ସରକାର ଶ୍ୟାମପୁର ମୌଜା ପ୍ଲଟ୍ ନଂ. ୨୭୭ରେ ବିଡିଏକୁ ୬୮ ଏକର ଜମି ଯୋଗାଇ ଦେଲେ। ହେଲେ ବିଡିଏ କାମରେ କିଛି କଲା ନାହିଁ। କ୍ରମଶଃ ଏହା ଜବରଦଖଲ ହେଲା। ପ୍ଲଟିଂ କରି ଦଲାଲ!-->…