ନବଜାତ ଶିଶୁକନ୍ୟା ବିକ୍ରି ମାମଲା: ସନ୍ଦେହ ଘେରରେ ଥିବା ଏଏନ୍ଏମ୍ ନିଳମ୍ବିତ
ପାଟଣାଗଡ଼/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ନବଜାତ ଶିଶୁକନ୍ୟା ବିକ୍ରି ମାମଲାରେ ସଂପୃକ୍ତି ଅଭିଯୋଗରେ ଜଣେ ଅଭିଯୁକ୍ତ ଏଏନ୍ଏମ୍ ନିଲମ୍ବିତ ହୋଇଛନ୍ତି।ଏଏନ୍ଏମ୍ ମମତା ଭୋଇଙ୍କୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ!-->…