Monthly Archives

December 2024

ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ

୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ପିପିଲି/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ ଅଭିଯୁକ୍ତ

ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା

 ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ଭଦ୍ରକ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ  ୪ ହଜାର ୩ ଶହ ୮୨ କୋଟି ଟଙ୍କା ବିନିଯୋଗ କରିବାକୁ ଇଣ୍ଡିଆନ୍ ଅଏଲ୍ ଅନୁମୋଦନ କରିଥିବା ହେତୁ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ହଜ ପାଇଁ ୫ କୋଟି ଚଳୁ

ତଦନ୍ତ ଦାବି କଲେ ସ୍ଥାନୀୟ ବାସୀନ୍ଦା ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ୫ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ ହେଲା। ତଥାପି ସରିଲାନି କପିଳପ୍ରସାଦ ସୁନ୍ଦରପଦା ହଜ ପୁନରୁଦ୍ଧାର କାମ। ଠିକାଦାର-ଯନ୍ତ୍ରୀ ସିନା ମାଲାମାଲ୍‌ ହେଲେ, କିନ୍ତୁ ସାଧାରଣ ଲୋକ ଏହାର କାଣିଚାଏ ବି ସୁବିଧା

ବିନା ଅନୁମତିରେ ଜିରୋ ନାଇଟ ମନା

ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିସରି ଆସୁଛି। ବର୍ଷ ‌ଶେଷ ହେଉଥିବାରୁ ଯୁବପିଢ଼ି ଏକ ପ୍ରକାର ଉତ୍ସାହିତ ଲୟରେ ଦେଖାଯାଉଛନ୍ତି। ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଭିଡ଼ ଦେଖିବାକୁ ମିଳୁଛି। ବର୍ଷର ଅନ୍ତିମ ସପ୍ତାହରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଅଧିକ ଭିଡ଼

‘ବଣ୍ଡାଘାଟିରେ ସୁଭଦ୍ରା ପାଇଁ ଚିନ୍ତା’

ମାଲକାନଗିରି/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଦିନ ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକର ମୁଦୁଲିପଡ଼ା ଠାରେ ବଣ୍ଡାଘାଟି ଅଞ୍ଚଳରେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଛନ୍ତି। ଦୈନିକ ‘ସମ୍ବାଦ’ରେ ବଣ୍ଡାଘାଟିରେ

ବିଲ୍ କରାଇ ଦେବାକୁ କହି ୫ ହଜାର ଲାଞ୍ଚ ନେଉଥିଲେ, ଧରିପକାଇଲା ଭିଜିଲାନ୍ସ

ବୌଦ୍ଧ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ସ୍ଥାନୀୟ ସହକାରୀ ନିର୍ଦ୍ଦେଶକ ବୟନ ଶିଳ୍ପ କାର୍ଯ୍ୟାଳୟର ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି। ସୂଚନା

ଉପମୁଖ୍ୟମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ବିକଶିତ ହୋଇ ହସିବ ବଣ୍ଡାଘାଟି ସରକାରୀ ଯୋଜନାରୁ ବଣ୍ଡା ଜନଜାତିର ଲୋକେ ବଞ୍ଚିତ ହେବେ ନାହିଁ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ବଣ୍ଡାଘାଟିକୁ ଗସ୍ତ କରିବା ଅବସରରେ ଏହି ପ୍ରତିଶ୍ରୁତି ଦେଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାର

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ଗୁରୁବାର ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧୂମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି