Monthly Archives

December 2024

ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ପୁଣି ପଞ୍ଜିକରଣ: କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ଅନେକ ନକଲି ଚାଷୀ ଥିବାରୁ ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହାଫଳରେ ରାଜ୍ୟରେ ଥିବା ନକଲି ଚାଷୀଙ୍କୁ ଧରି‌ହେବ ବୋଲି ସେ କହିଛନ୍ତି। ଭୁବନେଶ୍ୱର ୨୭-୧୨-୨୦୨୪

ଓଡ଼ିଶା ଆଇନ କମିସନ୍‌ ଗଠିତ, ଜଷ୍ଟିସ୍‌ ବିଶ୍ବନାଥ ରଥ ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାର ଆଇନ୍‌ କମିସନ ଗଠନ କରିଛନ୍ତି। ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରାଯାଇଛି। ଓଡ଼ିଶା ଲ’ କମିସନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର

କମିସନରେଟ୍‌ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ

ମନମୋହନଙ୍କୁ ମୋହନଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) :  ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମକୁ ବିବୃତ୍ତି ଦେଇ

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଇ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରିବାକୁ ଥିବା ବେଳେ ରାଜ୍ୟ ସରକାର ତାହା ଆହୁରି ଏକ ବର୍ଷ ଯାଏ ବଢ଼ାଇଦେଇଛନ୍ତି। ଅର୍ଥାତ୍ ୨୦୨୫ ଡିସେମ୍ବର ୩୧ ଯାଏ

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ପରଲୋକ।ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ସୂଚନା ନେଇ  ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଜି ଗୁରୁବାର ( ୨୬ ଅକ୍ଟୋବର)ରେ ଏହି ବରିଷ୍ଠ କଂଗ୍ରେସ ନେତାଙ୍କର

ବ୍ରହ୍ମପୁତ୍ରରେ ଡ୍ୟାମ୍ ନିର୍ମାଣ କରିବ ଚୀନ୍: ଭାରତ ବନ୍ୟାରେ ବୁଡ଼ିବା ଆଶଙ୍କା

ଭାରତ ତଥା ଅନ୍ୟ ପଡ଼ୋଶୀ ଦେଶର ବିରୋଧକୁ ଅଣଦେଖା କରି ଚୀନ୍ ବ୍ରହ୍ମପୁତ୍ର ନଦୀରେ ବିଶ୍ୱର ବୃହତ୍ତମ ଡ୍ୟାମ୍ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ଚୀନ୍ ଏଥିପାଇଁ ୧୩୭ ବିଲିୟନ ଡଲାର ଖର୍ଚ୍ଚ କରିବାକୁ ଯାଉଛି। ଏହି ଡ୍ୟାମ୍ ଭାରତ ଏବଂ ବାଂଲାଦେଶ ପାଇଁ ଏକ ବଡ଼ ବିପଦ ହୋଇପାରେ ବୋଲି

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁବାର ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ଘନିଷ୍ଠ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ

ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧ‌ର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪

ବେଲାଇନ ହେଲେ ସରକାରଙ୍କ ପାଖରେ ବହୁତ ଅସ୍ତ୍ର ଅଛି: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କୃଷି ଓ କୃ‌ଷକଙ୍କ ବିକାଶ ପାଇଁ ସରକାର କାମ କରୁଛନ୍ତି। ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ ସରକାର କାର୍ଯ୍ୟାନୁଷ୍ଠାନ ନେବାକୁ ପଛାଇବେ ନାହିଁ। ଫସଲବୀମା ନିୟମ