ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀଙ୍କୁ କ୍ଷତିପୂରଣ ମିଳିବ: ମନ୍ତ୍ରୀ
ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀମାନଙ୍କୁ କ୍ଷତିପୂରଣ ମିଳିବ। ଫସଲହାନୀର ତଦାରଖ କରିବା ପାଇଁ ଏକ କମିଟି ଗଠନ କରାଯିବ। ଏହି କମିଟି ସ୍ପଟ୍କୁ ଯାଇ ତଦନ୍ତ କରିବ। ଫସଲହାନୀ ହୋଇଥିଲେ କ୍ଷତିପୂରଣ ମିଳିବ। ସବୁ ଚାଷୀମାନଙ୍କୁ ବୀମାଭୁକ୍ତ କରାଯାଇଛି।
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) :!-->!-->!-->…