Monthly Archives

December 2024

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଏକ ମଡେଲ୍‌: ଉପମୁଖ୍ୟମନ୍ତ୍ରୀ

ଆଇଏମ୍‌ଡିର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ସମ୍ବଲପୁର ବାଲେଶ୍ବର, ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଡପ୍‌ଲର୍‌ ରାଡାର୍‌ ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଭାରତ ପାଣିପାଗ ବିଭାଗ(ଆଇଏମ୍‌ଡି)ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ଦିବସୀୟ

ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ ତାରିଖରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ

ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ

 ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି କଟକ,୨୪-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ କାଠଯୋଡ଼ି ନିକଟ ବେଲ-ଭ୍ୟୁ

କଂଗ୍ରେସ ସାରା ଦେଶବାସୀଙ୍କୁ କ୍ଷମା ମାଗୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ବାବା ସାହେବ ଆମ୍ବେଦକର ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସ୍‌ମିଟ୍‌ । କଂଗ୍ରେସ ସରକାରଙ୍କ ସମୟରେ ନେହୁରୁ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ କରିଥିବା କଥା କହିଲେ ମୁଖ୍ୟମନ୍ତ୍ରୀ । ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ

କେବେ ମିଳିବ ଶୁଦ୍ଧ ପାନୀୟ ଜଳ

:-ମେଗା ପାନୀୟ ଜଳ ପ୍ରକଳ୍ପରେ କେବେ ମିଳିବ ପାଣି  ? :-ପାଣି ପାଈଁ ଆଉଟୁ ପାଉଟୁ ୨ଟି ବ୍ଲକର ୧ଲକ୍ଷରୁ ଉର୍ଦ୍ଧ ଲୋକ  :-ନେତା ଙ୍କ ପ୍ରତିଶ୍ରୁତି କେବେ ହେବ ପୂରଣ  ? ଅସ୍ତରଙ୍ଗ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଲୁଣି ଓ ଖାରି ପାଣି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ପୁରୀ

ଭୟମୁକ୍ତ ଓ ବିକଶିତ ଅଞ୍ଚଳ ହେବ ଆଠଗଡ଼- ଧର୍ମେନ୍ଦ୍ର ପ୍ରଧାନ

ଆଠଗଡ଼ରେ ଦଳର ମିଶ୍ରଣ ପର୍ବ ସମାରୋହରେ କେନ୍ଦ୍ରମନ୍ତ୍ରୀ •ବିଜେପି ସରକାରରେ ଆଇନ କେଉଁ ବିଧାୟକଙ୍କ ନିର୍ଦ୍ଦେଶରେ ଚାଲିବ ନାହିଁ, ନ୍ୟାୟ ଗରିବ ଲୋକଙ୍କ ପାଇଁ ରହିବ •ବ୍ୟାଙ୍କରୁ ଋଣ ନିଆଯାଇ ଆଠଗଡରେ କେନାଲ ଖୋଳା ହେଲା, ଚାଷୀଙ୍କ ଜମିକୁ ପାଣି ମାଡିଲା ନାହିଁ •କ୍ୟାପିଟାଲ

ମୋଦୀଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର୨୨-୧୨-୨୦୨୪(ପିପିଏସ):  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କୁଏତ ଗସ୍ତର ଶେଷ ଦିନରେ ତାଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍ କବୀରପ୍ରଦାନ କରାଯାଇଛି ।ରବିବାର କୁଏତର ବାୟାନ୍ ପ୍ୟାଲେସରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ 

ଜବରଦଖଲରେ ଭରି ହୋଇଗଲାଣି ଭୁବନେଶ୍ବର

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଜବରଦଖଲରେ ଭର୍ତ୍ତି ଭୁବନେଶ୍ବର। ସରକାରୀ ଜାଗାରେ ନିର୍ମାଣ ହୋଇଛି ବହୁତଳ ପ୍ରାସାଦ। ଯିଏ ଯେଉଁଠି ପାରୁଛି ଘର ତିଆରି କରୁଛି। ପ୍ରଥମେ ବାଡ଼ ଘେରାଇ ବାଉଁଶ ପଲା, ପରେ କଂକ୍ରିଟ୍‌ ନିର୍ମାଣ। ସହର ଛାତି ଉପରେ ମୂଲ୍ୟବାନ୍‌ ଜମି ହଡ଼ପ କରିବାରେ ଏହା ଏକ

ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ପାଇଁ ପ୍ରତିଶୃତି ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଓଡ଼ିଶାରେ ସାମ୍ବାଦିକମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କର ବି ଦାୟିତ୍ୱ ଅଛି। ଏହି ସାମ୍ବାଦିକ ବନ୍ଧୁମାନଙ୍କର ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ

ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ :ଆଇନ୍ ମନ୍ତ୍ରୀ

ପୁରୀ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।  ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି,