୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ଜଣେ ଗିରଫ
ବାରିପଦା/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଜଣେ ବ୍ରାଉନସୁଗାର ବେପାରୀକୁ ଧରିଛି ବାରିପଦା ଟାଉନ୍ ପୁଲିସ । ଅଭିଯୁକ୍ତଠାରୁ ୧୯୯.୮ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ ହୋଇଛି । ଉକ୍ତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାଯାଇଛି। ଏହାଛଡ଼ା ଏକ ଭିଭୋ ସ୍ମାର୍ଟ!-->…