ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା : ମା’ ସମଲେଶ୍ୱରୀଙ୍କ ସମେତ ବିଭିନ୍ନ ମନ୍ଦିରରେ ଲାଗି ହେଲା ନବାନ୍ନ
ସମ୍ବଲପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଆଜି ଉତ୍ସବ ମୁଖର ହୋଇ ପଡ଼ିଛି ପଶ୍ଚିମ ଓଡ଼ିଶା । ଦୁଲୁକୁଛି ମନ୍ଦିର ପରିସର । ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ ଓ ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ସମେତ ବିଭିନ୍ନ ମନ୍ଦିର ନିକଟରେ ଲାଗି ହୋଇଛି ନବାନ୍ନ ।
ପ୍ରଥମ!-->!-->!-->…