Yearly Archives

2024

ଲକ୍ଷାଧିକ ନଗଦ ଟଙ୍କା ସହ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏମଭିଆଇ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ସହ ଏମଭିଆଇଙ୍କୁ ଧରିଲା ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ଠାରେ ମାଡ଼ିବସିଲା ଭିଜିଲାନ୍ସ । ଧରାପଡ଼ିଥିବା ଟଙ୍କା ପିସି

ସାଉଦି ଆରବରେ ଫସିଲେ ଓଡ଼ିଆ ଶ୍ରମିକ : ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ପେଟ ପାଟଣା ପାଇଁ କାମ କରିବାକୁ ସାଉଦି ଆରବରେ ପଳାଇଥିଲେ। ଏକ ଘରୋଇ କମ୍ପାନୀରେ ପାଣି ପାଇପରେ କାମ କରୁଥିଲେ। କିଛି ଦିନ କମ୍ପାନୀରେ କାମ କରିବା ପରେ ଏବେ କମ୍ପାନୀ କାମ ଦେଉନାହିଁ କି ସେମାନଙ୍କୁ ଦରମା ମଧ୍ୟ ଦେଉନାହିଁ। ଶ୍ରମିକମାନେ ଘରକୁ ଫେରିବାକୁ

ଜଙ୍ଗଲ ମନ୍ତ୍ରୀଙ୍କ ଅଗଣାରେ ଢମଣା

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବାସଭବନରେ ବାହାରିଲା ସାପ । ଭୁବନେଶ୍ୱର ୟୁନିଟ୍-୬ରେ ଥିବା ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନରେ ଏବେ ନବୀକରଣ କାମ ଚାଲୁଥିବା ବେଳେ ସେଠାରୁ ଏକ ସାପ ଉଦ୍ଧାର ହୋଇଛି।

ଗିରଫ ହେଲେ ଲୁଟେରା ଗ୍ୟାଙ୍ଗ : ଭୁବନେଶ୍ୱରରେ ବୁକିଂକରି ଢେଙ୍କାନାଳରେ ଲୁଟି ଥିଲେ କାର୍‌

ଭୁବନେଶ୍ୱରରୁ ହୋଇଥିଲା ଉବେର ବୁକିଂ ରାତି ଅଧରେ ଜଙ୍ଗଲ ମଝିରେ ମାଡ଼ମାରି ଲୁଟିନେଲେ ୩ ଜଣ ଯୁବକ ଢେଙ୍କାନାଳ ଜିଲ୍ଲା ରାଧାଦେଈପୁର ନିକଟ ଜଙ୍ଗଲ ରେ ଘଟିଥିଲା ଘଟଣା ଢେଙ୍କାନାଳ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା

ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା : ଶେଷ ହିତାଧିକାରୀ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ପଞ୍ଜୀକରଣ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନା ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ଘୋଷଣା କରିଛନ୍ତି । ଶନିବାର ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ।

‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ଜେଲ୍ ଅଧୀକ୍ଷକଙ୍କୁ ବାନ୍ଧିଲା ଭିଜିଲାନ୍ସ

୨୦୦୧ ରେ ଆସିଷ୍ଟାଣ୍ଟ ଭାବେ ଆରମ୍ଭ କରିଥିଲେ ଚାକିରି ଭୁବନେଶର ଝାରପଡ଼ାରେ ୧.୬୪ କୋଟି ଟଙ୍କାର ୪ମହଲା କୋଠା ବଲାଙ୍ଗୀରରେ ୨ଟି ପ୍ଲଟ - ଢେଙ୍କାନାଳ ମହିଷାପାଟରେ ପ୍ଲଟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର,ବ୍ୟାଙ୍କ ଓ ପୋଷ୍ଟାଲ ଡିପୋଜିଟ ୬.୨୪ ଲକ୍ଷ କେନ୍ଦୁଝର/ଭୁବନେଶ୍ୱର

ରତ୍ନଭଣ୍ଡାର ପାଇଁ ତିଆରି ହେବ ହାଇସିକ୍ୟୁରିଟି ଭଲ୍‌ଟ

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ

ଧୋନି-ସଚିନଙ୍କଠାରୁ ଅଧିକ ଆୟକର ଦେଉଛନ୍ତି ବିରାଟ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଟିମ୍ ଇଣ୍ଡିଆର ରନ୍ ମେସିନ୍ ବିରାଟ କୋହଲି ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ସେ ଶେଷ ଥର ପାଇଁ ଶ୍ରୀଲଙ୍କା ବିପକ୍ଷରେ ଓଡିଆଇ ସିରିଜ୍ ଖେଳିଥିଲେ ଏବଂ ଆଗକୁ ସେପ୍ଟେମ୍ବର ୧୯ରୁ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଭାଗ ନେବେ ।

୯୩୦ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମାଲକାନଗିରି/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ମାଲକାନଗିରିସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁଙ୍କ