Yearly Archives

2024

୨୦୨୬ରେ ବିଜୟ ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ:ଅମରେନ

ଚେନେଇ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ବିଜୟଙ୍କ ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦି ଗ୍ରେଟେଷ୍ଟ ଅଫ୍‌ ଅଲ୍‌ ଟାଇମ୍‌’ ଗୁରୁବାର ମୁକ୍ତିଲାଭ କରିଛି। ଏଥିରେ ଅଭିନେତା ପ୍ରେମଗୀ ଅମରେନ ମଧ୍ୟ ଗୁରୁତ୍ଵପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରର ଗ୍ରାଣ୍ଡ୍ ରିଲିଜ୍‌କୁ ନେଇ

୧୨ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବ‌ର୍ଷା ହେବାର ସମ୍ଭାବନା

ବଢୁଛି ହାତୀଙ୍କ ଉପଦ୍ରଵ

ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଗୋଟିଏ ପରେ ଗୋଟିଏ ଜୀବନ ଯିବାରେ ଲାଗିଛି। ସପ୍ତାହେ ହେଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗାଁରେ ହାତୀ ଆକ୍ରମଣ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଥିବାବେଳେ ଆଜି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ):

ଓଡ଼ିଶାର ୨ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଓଡ଼ିଶାର ଦୁଇ ଶିକ୍ଷକଙ୍କ ସମେତ ଦେଶର ୮୨ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଜାତୀୟ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। କେନ୍ଦ୍ର ଶିକ୍ଷା

ଜେଲ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକ ସତ୍ୟପ୍ରକାଶ ସ୍ୱାଇଁଙ୍କ କେନ୍ଦୁଝର ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ଭୁବନେଶ୍ୱରରୁ ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି

ଆଧାରରେ ଫୋନ୍ ନମ୍ବର ଲିଙ୍କ୍  ଜରୁରୀ ନୁହେଁ:ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ସୁଭଦ୍ରା ଯୋଜନାରେ ଆବେଦନ ପ୍ରକ୍ରିୟାର ଆରମ୍ଭ ହୋଇଛି। ଏଥି ନିମନ୍ତେ ଆଧାରରେ ଫୋନ୍ ନମ୍ବର ଲିଙ୍କ୍  ଜରୁରୀ ନୁହେଁ ବୋଲି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସୁଭଦ୍ରା ଫର୍ମ ଦାଖଲ କରିବା ପାଇଁ

କଂଗ୍ରେସରେ ସାମିଲ ହେବେ ଭିନେଶ-ବଜରଙ୍ଗ !

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ନିର୍ବାଚନ ପୁର୍ବରୁ କଂଗ୍ରେସ ଦଳରେ ନୂଆ ମୁହଁକୁ ସାମିଲ କରି ମଇଦାନକୁ ଓହ୍ଲାଇବ ବୋଲି ଚର୍ଚ୍ଚା ହେଉଛି। ଲୋକପ୍ରିୟ ମହିଳା ରେସଲର ଭିନେଶ ଫୋଗାଟ କଂଗ୍ରେସର

ବିଜେପିରେ ସୁଜିତ କୁମାର

ନୂଆଦିଲ୍ଲୀ:/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ପଦ୍ମ ଧରିଲେ ସୁଜିତ କୁମାର । ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ । କ୍ଷମତାରୁ ହଟିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ବଡ଼

ଆଧାରକାର୍ଡ ଲିଙ୍କ ପାଇଁ ଡାକଘର, ଜନସେବା କେନ୍ଦ୍ରରେ ଭିଡ଼

ରାଇରଙ୍ଗପୁର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ରାଜ୍ୟ ସରକାର ମହିଳାମାନଙ୍କ ନିମନ୍ତେ ଆରମ୍ଭ କରିଛନ୍ତି ‘ସୁଭଦ୍ରା’ ଯୋଜନା ଏବଂ ସମସ୍ତ ରାସନ୍‌କାର୍ଡଧାରୀଙ୍କ ନିମନ୍ତେ ମଧ୍ୟ ବାୟୋମେଟ୍ରିକ୍ସ ଓ ମୋବାଇଲ୍ ନମ୍ବର ଲିଙ୍କ୍ କରାଯାଉଛି। ‘ସୁଭଦ୍ରା’ ଯୋଜନା ପାଇଁ ଆଧାରକାର୍ଡ

ଗ୍ରାମ୍ୟଜଙ୍ଗଲ ଜମିକୁ ବିବାଦରେ ଇଡ୍‌କୋ!  କାର୍ଯ୍ୟାନୁଷ୍ଠାନ ଦାବିକଲେ ବିଧାୟକ

ରାଉରକେଲା/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ସରକାରଙ୍କ ଲ୍ୟାଣ୍ଡ ବ୍ୟାଙ୍କରୁ ଜମି ପାଇଥିବା ଇଡ୍‌କୋ ଶିଳ୍ପପ୍ରତିଷ୍ଠା ପାଇଁ ବ୍ୟବସାୟୀ ଓ ଶିଳ୍ପପତିମାନଙ୍କୁ ନୀତିନିୟମ ଅନୁଯାୟୀ ଜମି ଆବଣ୍ଟନ କରିବା କଥା। କିନ୍ତୁ ସୁନ୍ଦରଗଡ଼ ଜିଲ୍ଲାର ଏହାର ବହୁ ବ୍ୟତିକ୍ରମ ଦେଖିବାକୁ ମିଳିଛି।