ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ, ମିଳିବ ସମସ୍ତ ସୂଚନା : ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨-୯-୨୪(ପିପିଏସ) : ମହିଳାଙ୍କୁ ହାତ ଖର୍ଚ୍ଚ ଦେବା ପାଇଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ବହୁ କଳ୍ପନା ଜଳ୍ପନା ପରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି!-->…