‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ : ୫ ବିଜେପି କର୍ମୀ ନିଲମ୍ବିତ
ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଭୁବନେଶ୍ୱର ନିକଟ ବାଳକାଟୀରେ ପ୍ରଧାନମନ୍ତ୍ରୀଙ୍କ ’ମନ୍ କୀ ବାତ’ କାର୍ଯ୍ୟକ୍ରମବେଳେ ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦଳ ବିରୋଧୀ କାର୍ଯ୍ୟ ଦର୍ଶାଇ ୫ ବିଜେପି କର୍ମକର୍ତ୍ତାଙ୍କୁ ନିଲମ୍ବିତ!-->…