ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସହିତ ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ
ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ।
ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ!-->!-->!-->!-->!-->…