ସସ୍ମିତା ମାଝୀ ଗିରଫ : ୩ଦିନ ତଳେ ବିଜେଡିରୁ ହୋଇଥିଲେ ବହିଷ୍କୃତ
ମାଲକାନଗିରି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଭି.କେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ଆଜି ଗିରଫ କରିଛି!-->…