Yearly Archives

2024

ଟାଟା ପାୱାର ବିରୋଧରେ ହଲ୍ଲାବୋଲ : ସ୍ମାର୍ଟ ମିଟର ଖୋଲି ଗ୍ରୀଡ୍ ଆଗରେ ଫୋପାଡ଼ିଲେ ଶହଶହ ଚାଷୀ

*ସ୍ମାର୍ଟ ମିଟର ନାଁରେ ଶୋଷଣ ତାତିଲେ ଲୋକେ*ଘରୁ ଉପାଡିଲେ ବିଦ୍ୟୁତ୍‌ ମିଟର*ଟାଟା ପାୱାର ଗ୍ରୀଡ୍ ଅଫିସ ଆଗରେ ଫିଙ୍ଗିଲେ ବରଗଡ଼/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବରଗଡ଼ ଜିଲ୍ଲାର କେନପାଲି, ଭଟଲି ଓ ଘେଁସ ଅଞ୍ଚଳରେ ଚାଷୀମାନେ ସ୍ମାର୍ଟ ମିଟର ଧରି ବିଶାଳ ଶୋଭାଯାତ୍ରାରେ ଟାଟା ପାୱାର

ଜାତୀୟ କ୍ରୀଡ଼ା ଦିବସ ଅବସରରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ

*କିଏ କେଉଁ ବର୍ଗରେ ପାଇଲେ ୧- ଶ୍ରେଷ୍ଠ କ୍ରୀଡ଼ାବିତ୍ ଭାବେ ୨୦୨୩ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଗ୍ରହଣ କରୁଛନ୍ତି କିଶୋର ଜେନା ।୨- ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରୁଛନ୍ତି ଲାଜ୍ରୁସ ବାର୍ଲା ।୩- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କଠାରୁ ପୁରସ୍କାର ଗ୍ରହଣ

ଭାରତର ଶ୍ରେଷ୍ଠ ଧନୀ ହେଲେ ଗୌତମ ଆଦାନୀ : ଦ୍ଵିତୀୟ ସ୍ଥାନରେ ମୁକେଶ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଧନୀ ତାଲିକାରେ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଛନ୍ତି ଗୌତମ ଆଦାନୀ। ବର୍ତ୍ତମାନ ଭାରତର ସବୁଠୁ ଧନୀ ହେଉଛନ୍ତି ଗୌତମ ଆଦାନୀ। ତାଙ୍କ ସମ୍ପତ୍ତି ମୂଲ୍ୟ 11.6 ଲକ୍ଷ କୋଟି ଟଙ୍କା। ହୁରୁନ ଇଣ୍ଡିଆ ରିପୋର୍ଟରେ ଏହା

ମା’ହେଲା ବିଜ୍‌ଲୀ, ବାପା ହେଲା ସମ୍ରାଟ : ନନ୍ଦନକାନନକୁ ଆସିଲେ ୫ନୂଆ ଅତିଥି

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଭୁବନେଶ୍ୱର ସହର ଉପକଣ୍ଠ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୃଦ୍ଧି ପାଇଲା ସିଂହ/ସିଂହୀଙ୍କ ସଂଖ୍ୟା। ଗୁରୁବାର ୫ ଶାବକଙ୍କୁ ଜନ୍ମ ଦେଇଛି ସିଂହୀ ବିଜ୍‌ଲୀ। ସିଂହ ସମ୍ରାଟ ଓ ସିଂହୀ ବିଜ୍‌ଲୀଙ୍କ ମିଳନରୁ ଏହି ୫ ଶାବକ ଜନ୍ମ ହୋଇଛନ୍ତି। ବିଜ୍‌ଲୀ ଏବେ ତା’

ବିଧାନସଭାରେ ଝଡ଼ : ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫ କୋଟି ଟଙ୍କା

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ଜିଲ୍ଲାପାଳଙ୍କ ସହିତ ବୈଠକ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ସହର OSWAN ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଶୁଭଦ୍ରା ଯୋଜନା ଉପରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ

ଆସୁଛି ଆଉ ଏକ ଲଘୁଚାପ : ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା

ବଜ୍ରପାତରେ ଶ୍ରମିକ ମୃତ : ୩ ଆହତ

ଖୋର୍ଦ୍ଧା/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ହେବ ସହିତ ବିଜୁଳି ଘଡ଼ଘଡ଼ି ମାରିଥିଲା । ସେହି ସମୟରେ କାମ କରୁଥିବା ବେଳେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି । ମୃତକ ଶ୍ରମିକ

ରକ୍ତରଞ୍ଜିତ ହେଲା ୫୩ ନମ୍ବର ଜାତୀୟ ରାଜପଥ : ଅଜଣା ଗାଡି ଧକ୍କାରେ ଚାଲିଗଲା ୧୬ଗୋରୁଙ୍କ ଜୀବନ

ଢେଙ୍କାନାଳ/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନମ୍ବର ଜାତୀୟ ରାଜପଥର ବାରିହାପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଧବାର ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଚାଲିଗଲା ୧୬ ଗୋରୁଙ୍କ ଜୀବନ । ଏହି ଦୁର୍ଘଟଣାରେ ୪ ଗୋରୁ ଗୁରୁତର

ଏକତରଫା ପ୍ରେମରେ ଅନ୍ଧ ନାବାଳକର ବିଭତ୍ସ କାଣ୍ଡ : ପ୍ରେମିକାର ଦାଦାଙ୍କ ମୁଣ୍ଡ-ଗଣ୍ଡି କରିଦେଲା ଅଲଗା

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଏକ ତରଫା ପ୍ରେମରେ କଣ୍ଟା ସାଜିଲେ ଯୁବତୀଙ୍କ ଦାଦା । ଝିଆରୀଠୁ ଦୂରେଇ ରହିବାକୁ ଚେତାବନୀ ବି ଦେଲେ। ମାତ୍ର ପ୍ରେମକୁ ଭୁଲି ପାରୁ ନଥିବା ନାବାଳକ ହୋଇ ଉଠିଲା ରକ୍ତମୁଖା। ରାତି ଅଧରେ ବାଇକ୍‌ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ