ଦୁଇମାସରେ ସରିବ ଆବାସ ସର୍ଭେ କାମ
ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି। ପୂର୍ବ ସରକାର ଗଣତନ୍ତ୍ରକୁ ନଷ୍ଟ କରିଥିଲେ। ସେହି ସମୟରେ ମନ୍ତ୍ରୀମାନେ ଟେଣ୍ଟ ବାନ୍ଧୁଥିଲେ, ଚୌକି ପକାଉଥିଲେ। ଏଭଳି ମନ୍ତବ୍ୟ ଦେଇ ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଞ୍ଚାୟତରାଜ!-->…