Yearly Archives

2024

ଜଗନ୍ନାଥ ପ୍ରଧାନଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର : ଉଭୟ ନାମାଙ୍କନ ଓ ପ୍ରତ୍ୟାହାର ଥିଲା ଦଳର ନିଷ୍ପତ୍ତି

ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ହଟିଲା ପରଦା, ସରିଲା ସମସ୍ତ କଳ୍ପନା ଜଳ୍ପନା l ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗତ ୨୧ ତାରିଖରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି

ଧାନ ବିକ୍ରିର ୮ମାସ ପରେ ମଧ୍ୟ ମିଳିଲାନି ଟଙ୍କା : ଧାରଣାରେ ଚାଷୀ

ବଲାଙ୍ଗିର/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଲିଖୁଣ୍ଟି ମଣ୍ଡିରେ ଗତ ଖରିଫରେ ଧାନ ବିକ୍ରୀ କରିଥିଵା ଚାଷୀଙ୍କ ପାଉଣା ୮ ମାସ ପରେ ମଧ୍ୟ ଅଦ୍ୟାବଧି ମିଳି ପାରିନାହିଁ l ଏହାକୁ ନେଇ ଚାଷୀମାନେ ଆଜି ଦ୍ଵିତୀୟ ଦିନରେ ଟିଟିଲାଗଡ଼

ଲୁଟେରା ଗ୍ୟାଙ୍ଗକୁ ଧରିବାରେ ପୋଲିସର ସଫଳତା, ୮୩ ମୋବାଇଲ ଜବତ : ୪ ନାବାଳକ ସମେତ ୭ ଗିରଫ

ରାଉରକେଲା/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜଗାଙ୍ଗପୁର ଥାନା ଅଞ୍ଚଳ ରୁ ମୋବାଇଲ ସହିତ ବିଭିନ୍ନ ସାମଗ୍ରୀ ଚୋରି କରୁଥିବା ଚୋର ଗ୍ୟାଙ୍ଗକୁ ପୋଲିସ ଧରିବାରେ ସଫଳ ହୋଇଛି l ଏଥିସହିତ ଚୋରି ମୋବାଇଲ ଗୁଡିକ କୁ ଜବତ କରିଛି l ରାଜଗାଙ୍ଗପୁର ପୋଲିସ ୬ଟି ଚୋରି ମାମଲା ରୁଜୁ କରିବା ପରେ

ସମୁଦ୍ରରେ ବୁଡ଼ିଗଲା ପଣ୍ୟବାହୀ ଜାହାଜ : ୧୧ ନାବିକଙ୍କୁ ଉଦ୍ଧାର କଲା ତଟରକ୍ଷୀ ବାହିନୀ

ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ପଶ୍ଚିମବଙ୍ଗ ସାଗରଦୀପଠାରୁ ୧୬୨ କି.ମି. ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି । ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ ପାଟ୍ରୋଲିଂ ଜାହାଜ ସାରଙ୍ଗ ଓ ଅମୋଘପହଞ୍ଚି ୧୧ ଜଣ ନାବିକଙ୍କୁ

ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ । ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ

ହାତୀ ପଲଙ୍କ ଉତ୍ପାତ, ବ୍ୟାପକ ଫସଲ ନଷ୍ଟ : ଘଉଡ଼ାଇବାକୁ ଯାଇ ଫସିଲେ ବନ କର୍ମଚାରୀ

ବାଲେଶ୍ୱର/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ବାଲେଶ୍ୱର ଜିଲ୍ଲା ନୀଔପଦା ବ୍ଲକ ଢୋଲପୁର ଗାଁରେ ହାତୀ ଘଉଡ଼ାଇବା ପାଇଁ ଯାଇଥିବା ମହିଳା ଫରେଷ୍ଟଗାର୍ଡଙ୍କ ସମେତ ୧୦ ବନ କର୍ମଚାରୀଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । କ୍ଷତିପୂରଣ ଦାବିରେ ବନ ବିଭାଗ କର୍ମଚାରୀଙ୍କୁ ଅଟକ ରଖିଥିବା ଜଣାଯାଇଛି ।

ପାଣ୍ଡିଆନଙ୍କ ଶଳା କହି ଲକ୍ଷାଧିକ ଟଙ୍କା ଠକେଇ : ଜଣେ ଗିରଫ

ଫେରାର ୨ ଜଣଙ୍କ ମଧ୍ୟରେ ଅଛନ୍ତି ବିଜେଡି ନେତ୍ରୀ କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଛି ଚେର ଭିକେ ପାଣ୍ଡିଆନଙ୍କ ଶଳା ପରିଚୟ ଦେଇ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ। କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଛି ଏହି ଠକେଇର ଚେର।

ଡିସେମ୍ବର ସୁଦ୍ଧା ସବୁ ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ବିଜ୍ଞାପନ : ଆସନ୍ତା ମାସରୁ ନିଯୁକ୍ତି ମେଳା

ଭୁବନେଶ୍ବର,୨୬-୦୮-୨୪ (ପିପିଏସ) : ରାଜ୍ୟରେ ଖାଲି ପଡ଼ିଥିବା ସରକାରୀ ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ମୋହନ ମାଝୀଙ୍କ ନେତୃତ୍ୱାଧୀନ ସରକାର ଏବେ ପୁରା ଆକ୍ସନ ମୁଡ୍‌କୁ ଆସିଛନ୍ତି । ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ୩ଲକ୍ଷ ୯୯ହଜାର ୬୬୬ଟି ମୂଳ ପଦବୀ ମଧ୍ୟରୁ ଖାଲିପଡ଼ିଥିବା ୧ଲକ୍ଷ ୩୨ହଜାର

ଆଇନ ମନ୍ତ୍ରୀ କହିଲେ, ସାର୍ବଜନୀନ ହେବ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ତଦନ୍ତ ରିପୋର୍ଟ

ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ହିନ୍ଦୁ ଧର୍ମଗୁରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ବିଚାର ବିଭାଗୀୟ ତଦନ୍ତ କମିଶନ ରିପୋର୍ଟକୁ ରାଜ୍ୟ ସରକାର ଖୁବଶୀଘ୍ର ସାର୍ବଜନୀନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା ହୋଇସାରିଛି ଓ ନିଷ୍ପତ୍ତି ଖୁବଶୀଘ୍ର ନିଆଯିବ ବୋଲି ଆଜି

ଜନ୍ମାଷ୍ଟମୀର କେନ୍ଦ୍ରମନ୍ତ୍ରୀଙ୍କ ଉପହାର : ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ୧୦ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ…

ଅନୁଗୁଳ/ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଜନ୍ମାଷ୍ଟମୀର ପବିତ୍ର ଅବସରରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ବନମାଳିପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନୂତନ ଭବନ ଏବଂ ଛାତ୍ରୀନିବାସର ଉଦଘାଟନ ସହ ଶିକ୍ଷା, ସ୍ୱାସ୍ଥ୍ୟ ଓ