ଓଡ଼ିଶାରେ ଚିହ୍ନଟ ହେଲା ବାର୍ଡଫ୍ଲୁ : ଚିକେନ୍ ନଖାଇବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ରାଜ୍ୟରେ ବାର୍ଡଫ୍ଲୁ ଚିହ୍ନଟ ହେବାପରେ ଆଗାମୀ କିଛିଦିନ ପାଇଁ ଚିକେନ୍ ନଖାଇବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ପରାମର୍ଶ ଦେଇଛନ୍ତି । ତେବେ ଆତଙ୍କିତ ହେବାର କୌଣସି କାରଣ ନାହିଁ, ସରକାର ସ୍ଥିତିକୁ!-->…