ବାଂଲାଦେଶରେ ଫସିଛି ଆଦାନିଙ୍କ ୬୭୧୧ କୋଟି
ନୂଆଦିଲ୍ଲୀ/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): ବାଂଲାଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ଭାରତକୁ ବିଭିନ୍ନ କ୍ଷେତ୍ରରେ ପ୍ରଭାବିତ କରିଥିବା ବେଳେ ସେଥିରୁ ଦେଶର ଦ୍ବିତୀୟ ବଡ଼ ଧନୀ ଗୌତମ ଆଦାନି ବାଦ୍ ପଡ଼ିନାହାନ୍ତି। ବାଂଲାଦେଶକୁ ନେଇ ତାଙ୍କ ଚିନ୍ତା ବଢ଼ିଯାଇଛି। ଆଦାନି ଗ୍ରୁପ୍ର!-->…