ଭଡ଼ାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା କିମ୍ବା ଆତ୍ମହତ୍ୟା ?
ବାଲେଶ୍ୱର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କନିଷ୍ଠ ଯନ୍ତ୍ରୀ ରହୁଥିବା ଭଡା ଘରକୁ ଭିତର ପଟୁ ବନ୍ଦ କରି ନିଜ ଆପ୍ରୋନ ସାହାଯ୍ୟରେ ଫ୍ୟାନରେ ଝୁଲି ପଡ଼ିଛନ୍ତି। ମୃତକ ହେଉଛନ୍ତି ବାରିପଦା ଅଞ୍ଚଳର ମୋନାଲିସା ହେମ୍ବ୍ରମ(୨୬)। ସେ!-->…