ଓଏସଆରଟିସି ସିଏଓ ଙ୍କୁ ବାନ୍ଧିଲା ଭିଜିଲାନ୍ସ : କେରଳରେ ଠାବ ହେଲା ଦୁଇ ମହଲା କୋଠା
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବନ୍ଧାହେଲେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଶୁକ୍ରବାର ଶ୍ରୀ ମଙ୍ଗରାଜଙ୍କ ବାସଭବନ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘର ସମେତ ଏକସଙ୍ଗେ ୭ଟି!-->…