ରାଜ୍ୟ ସରକାର ଆଣିଲେ ଏସଓପି : ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା!-->…