ବିଧାନସଭାରେ କଂଗ୍ରେସ ଓ ବିଜେଡିର ସଦସ୍ୟଙ୍କ ହୋହଲ୍ଲା: ଅପରାହ୍ଣ ୪ଟା ଯାଏ ମୁଲତବୀ
ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ହେଲେ ପରେ ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଲା। ବାଚସ୍ପତିଙ୍କ ପୋଡିୟମ୍ ନିକଟରେ କଂଗ୍ରେସ ଓ ବିଜେଡିର ସଦସ୍ୟମାନେ ହୋହଲ୍ଲା କରିଥିଲେ। ଚିକିଟି ମଦମୃତ୍ୟୁର ଆରଡିସି ସ୍ତରୀୟ!-->…