ଆଳୁ ପରେ ବଢ଼ିଲା ପିଆଜ ଦର : ଖାଉଟି ମୁଣ୍ଡରେ ଚଡ଼କ
ଭୁବନେଶ୍ୱର,୨୦-୮-୨୪(ପିପିଏସ) : ରାଜ୍ୟରେ ଆଳୁ ଦର ବୃଦ୍ଧି ପରେ ଏବେ ଉପର ମୁହାଁ ହୋଇଛି ପିଆଜ । କିଛି ଦିନ ମଧ୍ୟରେ ପିଆଜ ଦର ୧୦ ଟଙ୍କା ବୃଦ୍ଧି ପାଇଥିବା ଜଣାପଡିଛି । ଏବେ ବଜାରରେ ପିଆଜ କିଲୋ ପ୍ରତି ୫୦ଟଙ୍କାରେ ବିକ୍ରି ହେଉଛି । ନାସିକରୁ ରାଜ୍ୟକୁ ପିଆଜ କମ ପରିମାଣରେ ଆସୁଥିବାରୁ ଦର!-->…