ଦୋଛକିରେ ମେହେବୁବା ମୁଫତି
ଶ୍ରୀନଗର/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ଜମ୍ମୁ ଓ କଶ୍ମୀରରୁ ଧାରା ୩୭୦ ହଟିବା ପରେ ଅନେକ ସ୍ଥାନୀୟ ନେତାଙ୍କୁ ଗୃହବନ୍ଦୀ କରାଯାଇଥିଲା। ଏଥିରେ ଫାରୁକ୍ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଓ ମେହବୁବା ମୁଫତି ମଧ୍ୟ ସାମିଲ ଥିଲେ। ମୁକୁଳିବା ପରେ ଉଭୟ ଓମାର ଓ ମେହବୁବା ମୁଫତି ଜମ୍ମୁ-କଶ୍ମୀରକୁ!-->…