୩ ସହଯୋଗୀଙ୍କ ସହିତ ନୀଳଗିରି ଡେପୁଟି କଲେକ୍ଟର ଗିରଫ
ନୀଳଗିରି/ଭୁବନେଶ୍ୱର, ୧୫/୮/୨୪(ପିପିଏସ) : ଏକ କୋଟିରୁ ଅଧିକ ସରକାରୀ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗରେ ବୁଧବାର ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ସହିତ ତାଙ୍କର ୩ ସହଯୋଗୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହା ସହିତ ଅନ୍ୟ ୫ ଜଣଙ୍କୁ ଗିରଫ କରିବାକୁ ପ୍ରୟାସ ଜାରି ରହିଛି ।!-->…