କଟକରେ ଘରେ ଘରେ ତ୍ରିରଙ୍ଗା ରାଲିକୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା
କଟକ: ୧୩-୦୮-୨୪(ପିପିଏସ ): ଜାତୀୟତାର ପ୍ରତୀକ ତ୍ରିରଙ୍ଗାକୁ ସମ୍ମାନ ଜଣାଇ ଦେଶବ୍ୟାପୀ ଚାଲିଥିବା ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମର ଅଂଶସ୍ୱରୂପ ଆଜି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ତ୍ରିରଙ୍ଗା ରାଲିକୁ ଜିଲ୍ଲାପାଳ!-->…