ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାଣନ୍ତୁ କେଉଁଥିରେ ରହିବ “ଫୋକସ”
ଭୁବନେଶ୍ୱର,୧୨/୮୧୨/୮/୨୪ (ପିପିଏସ) : ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିଲ୍ଲୀ ଗସ୍ତ କରିବେ । ଏନ୍ଏ୍ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା!-->…