ଭିନ୍ନ ଏକ ନଗଡ଼ା : ଅପପୁଷ୍ଟିରେ ଶଢ଼ୁଛନ୍ତି, ଚିକିତ୍ସା ପାଇଁ ମୁହଁ ମୋଡ଼ୁଛନ୍ତି
ଦଶପଲ୍ଲା୧୧/୮/୨୪(ପିପିଏସ) : ଫୁଙ୍ଗୁଳା ଦେହ ସାଙ୍ଗକୁ ନୁଖୁରା ମୁଣ୍ତ । ଆଖି କୋରଡ଼କୁ ପଶି ଯାଇଛି। କିଏ ବଣପାହାଡ଼ ବୁଲି ପାଚିଲା ତାଳ ଖାଉଛି ତ କାହା ହାତରେ ଲୁଣ ସାଙ୍ଗକୁ ବାସି ତୋରାଣି। ଅପପୁଷ୍ଟିର ଶିକାର ହୋଇଥିବା ଗାଁର ଏମିତି ମାଳମାଳ ପିଲା ଘୂରି ବୁଲୁଛନ୍ତି। ହେଲେ ଡାକ୍ତରଖାନା!-->…