ଏସ.ସି.ବି. ମେଡିକାଲ୍ କ୍ରେନ୍ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ
କଟକ,୯/୮: କଟକ ସ୍ଥିତ ଏସସିବି ମେଡିକାଲର ନୂଆ କୋଠା ନିର୍ମାଣବେଳେ କ୍ରେନ୍ ଖସିଯାଇ ୩ଜଣ ଆହତ ହେବା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିଦେ୍ର୍ଦଶ ଦେଇଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ୩ଜଣ ଆହତଙ୍କୁ ଆଜି ସନ୍ଧ୍ୟାରେ ରାଜ୍ୟ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ!-->…